Tag Archives: yoga

ରକ୍ତଚାପ କମାଇବ ଯୋଗ

ରକ୍ତଚାପ ବା ବ୍ଲଡ ପ୍ରେସର ଏବେ ଏକ ସାଧାରଣ ସମସ୍ୟା ପାଲଟି ଗଲାଣି। ହେଲେ ଏହାକୁ ହାଲୁକା ଭାବରେ ନେବା ଆଦୌ ଠିକ୍‌ ନୁହେଁ। କାରଣ ଯଦି ରକ୍ତଚାପ ଦୀର୍ଘଦିନ ଧରି ଅସନ୍ତୁଳିତ ରହିଲା ତେବେ ତାହା ପରୋକ୍ଷରେ ଆଉ କେତେକ…

ଯୋଗ କରିବା ସମୟରେ ଏହି କଥା ପ୍ରତି ଦିଅନ୍ତୁ ଧ୍ୟାନ…

ବର୍ତ୍ତମାନ ଆମ ଜୀବନରେ ଯେଉଁ ପ୍ରମୁଖ ଜିନିଷର ଆବଶ୍ୟକତା ରହିଛି ତାହା ହେଲା ଯୋଗ। ଯଦି ଜଣେ ବ୍ୟକ୍ତି ପ୍ରତିଦିନ କିଛି ସମୟ ଯୋଗ କରନ୍ତି ତେବେ ତାହାର ସୁପ୍ରଭାବ ଶରୀର ଉପରେ ପଡ଼ିଥାଏ। ତେବେ ଯୋଗ କରିବା ପୂର୍ବରୁ କେତୋଟି…

ମାନସିକ ଚାପ ହ୍ରାସ କରେ ଯୋଗ

ଶରୀରକୁ ସୁସ୍ଥ ରଖିବା ପାଇଁ ବ୍ୟାୟାମ ସହ ଯୋଗର ମଧ୍ୟ ଆବଶ୍ୟକତା ରହିଛି। ବର୍ତ୍ତମାନର ବ୍ୟସ୍ତବହୁଳ ଜୀବନ ମଧ୍ୟରେ ଆମେ ଆମ ଶରୀରର ଯତ୍ନ ନେବାକୁ ଭୁଲିଯାଉଛେ। ଏହା ଦ୍ୱାରା ଆମେ ଅନେକ ରୋଗର ଶିକାର ହେଉଛେ। ତେଣୁ ଶରୀରକୁ ଫିଟ୍‌…

‘ଯୋଗ ଦ୍ୱାରା ମାନସିକ-ଶାରୀରିକ ବିକାଶ ହୋଇଥାଏ’

କେସିଙ୍ଗା,୨୧ା୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବିଜ୍ଞାପିତ ଅଞ୍ଚଳ ପରିଷଦ ଦ୍ୱାରା ଅଧ୍ୟକ୍ଷ ନୃପରାଜ ଯାଦବଙ୍କ ନେତୃତ୍ୱରେ ସ୍ଥାନୀୟ ବିଜୁ ପଟ୍ଟନାୟକ ଖେଳ ଭବନଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ଶନିବାର ପାଳିତ ହୋଇଯାଇଛି। ଏହି ଉପଲକ୍ଷେ ସକାଳ ୬ାରେ ନାମ ପଞ୍ଜୀକୃତ…

୭୪ ବର୍ଷ ବୟସରେ ବି ଫିଟ୍‌ ପ୍ରଧାନମନ୍ତ୍ରୀ ମୋଦି: ସକାଳୁ କରନ୍ତି ଏହି ଯୋଗ

ନିକଟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମନ କି ବାତ୍‌ରେ ପ୍ରତିଦିନ ଯୋଗ କରିବାକୁ ଲୋକଙ୍କୁ ଅପିଲ୍‌ କରିଥିଲେ। ଏକ ଯୋଗ ଶୃଙ୍ଖଳ ଏବଂ ରିଲ ତିଆରି କରିବା ବିଷୟରେ କହିଥିଲେ। ପ୍ରଧାନମନ୍ତ୍ରୀଙ୍କଠାରୁ ଆରମ୍ଭ କରି ସ୍କୁଲ-କଲେଜ ଶିକ୍ଷାନୁଷ୍ଠାନ ପର୍ଯ୍ୟନ୍ତ, ସମସ୍ତେ ଯୋଗର…

ମହିଳାଙ୍କ ପାଇଁ ବହୁ ଉପକାରୀ ଏହି ୫ ଯୋଗାସନ, ପିରିୟଡ୍ସ ଯନ୍ତ୍ରଣାରୁ ମୁକ୍ତ ମିଳିବା ସହିତ ଏସବୁ ସମସ୍ୟା ବି…

ବାଲାସନ ଏକ ଅତି ସହଜ ଯୋଗାସନ। ଏଥିପାଇଁ ପ୍ରଥମେ ଦୁଇ ଗୋଡ଼କୁ ଆଣ୍ଠୁରୁ ବଙ୍କା କରି ଏବଂ ତଳକୁ ନଇଁ ଏବଂ ମୁଣ୍ଡକୁ ରଖି ବଜ୍ରାସନରେ ବସନ୍ତୁ। ଆପଣଙ୍କ ହାତ ସାମ୍ନାରେ ରଖନ୍ତୁ। ପ୍ରାୟ ୩୦ ସେକେଣ୍ଡ୍‌ ପାଇଁ ଏହି ପୋଜିସନ୍‌ରେ…

ନିୟମିତ ଯୋଗ କରୁଥିଲେ…

ଶରୀରକୁ ସୁସ୍ଥ, ସୁନ୍ଦର ଓ ସନ୍ତୁଳିତ ରଖିବାରେ ବ୍ୟାୟାମ ସହ ଯୋଗର ମଧ୍ୟ ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି। ବର୍ତ୍ତମାନର ବ୍ୟସ୍ତବହୁଳ ଜୀବନ ମଧ୍ୟରେ ଆମେ ନିଜ ଶରୀର ପ୍ରତି ଅଧିକ ଯତ୍ନଶୀଳ ହେବାର ସମୟ ଆସିଛି। କାରଣ ଦିନକୁ ଦିନ ବିଭିନ୍ନ…

ଜାହାଜ ଉପରେ ଯୋଗ କଲେ ନୌସେନା ଯବାନ

ନୂଆଦିଲ୍ଲୀ,୨୧ା୬:  ସାରା ବିଶ୍ୱର କୋଣ ଅନୁକୋଣରେ ଯୋଗାଭ୍ୟାସ କରାଯାଉଛି। ଯୋଗ ଦ୍ୱାରା ମନ ଶାନ୍ତ ଓ ଶରୀର ସୁସ୍ଥ ରହିଥାଏ । ଏହା ମାନସିକ ଓ ଆଧ୍ୟାତ୍ମିକ ଅଭିବୃଦ୍ଧିରେ ମଧ୍ୟ ସହାୟକ ହୋଇଥାଏ। ଏହାର ଉପାଦେୟତାକୁ ବୁଝି ପ୍ରତିବର୍ଷ ଜୁନ୍‌ ୨୧ରେ…

ନୂଆ ଓ ସୁସ୍ଥ ଓଡ଼ିଶା ଗଠନରେ ସହାୟକ ହେବ ଯୋଗ

ଭୁବନେଶ୍ୱର,୨୧ା୬: ଆଜି ଅର୍ଥାତ୍‌ ଜୁନ୍‌ ୨୧ରେ ସମଗ୍ର ବିଶ୍ୱରେ ପାଳନ ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ। ଏହି କ୍ରମରେ ରାଜଧାନୀ ଭୁବନେଶ୍ୱରସ୍ଥିତ କଳିଙ୍ଗ ଷ୍ଟାଡିୟମରେ ରାଜ୍ୟସ୍ତରୀୟ ଯୋଗ ଦିବସ ପାଳନ କରାଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଏହି ଦିବସରେ ସାମିଲ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri