Tag Archives: yogi adityanath

ଶଙ୍କରାଚାର୍ଯ୍ୟଙ୍କୁ ଛଦ୍ମବେଶୀ ଅସୁର କହିଲେ ଯୋଗୀ ଆଦିତ୍ୟନାଥ! ତେଜିଲା ବିବାଦ

ନୂଆଦିଲ୍ଲୀ,୨୭।୧: ନୂଆମୋଡରେ ଶଙ୍କରାଚାର୍ଯ୍ୟ ସ୍ୱାମୀ ଅବିମୁକ୍ତେଶ୍ୱରାନନ୍ଦ ସରସ୍ୱତୀ ଏବଂ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ମଧ୍ୟରେ ଚାଲିଥିବା ବିବାଦ। ମୁଖ୍ୟମନ୍ତ୍ରୀଙ୍କ ପ୍ରତି କରାଯାଇଥିବା ମନ୍ତବ୍ୟରେ ମର୍ମାହତ ହୋଇ ଅଯୋଧ୍ୟାର ଜଣେ ବରିଷ୍ଠ ପ୍ରଶାସନିକ ଅଧିକାରୀ ନିଜ ପଦରୁ ଇସ୍ତଫା ଦେଇଛନ୍ତି। ଏହି…

Malegaon Blast case: ‘ଯୋଗୀ ଆଦିତ୍ୟନାଥଙ୍କୁ ଫସାଇବାକୁ ପଡୁଥିଲା ଚାପ’, ବଡ଼ କଥା କହିଲେ ସାକ୍ଷୀ

ନୂଆଦିଲ୍ଲୀ,୨।୮: ମାଲେଗାଓଁ ବିସ୍ଫୋରଣ ମାମଲାରେ ଗୁରୁବାର ମୁମ୍ବାଇର ଏକ ସ୍ବତନ୍ତ୍ର କୋର୍ଟ ତାଙ୍କ ରାୟ ଶୁଣାଇଛନ୍ତି। କୋର୍ଟ ଏହି ମାମଲାରେ ପ୍ରଜ୍ଞା ଠାକୁର ଏବଂ କର୍ଣ୍ଣେଲ ପୁରୋହିତଙ୍କ ସମେତ ସମସ୍ତ ସାତ ଅଭିଯୁକ୍ତଙ୍କୁ ନିର୍ଦ୍ଦୋଷରେ ଖଲାସ କରିଛନ୍ତି। ଅନେକ ବିରୋଧୀ ନେତା…

ଚିଠି ଲେଖି ଏପରି କହିଦେଲେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ, ଚିନ୍ତାରେ ପଡିଗଲେ ଯୋଗୀ ଆଦିତ୍ୟନାଥ

ନୂଆଦିଲ୍ଲୀ,୮।୭: ଦିଲ୍ଲୀର ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତା ଉତ୍ତର ପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ଏକ ଚିଠି ଲେଖି ଦିଲ୍ଲୀ-ଉତ୍ତର ପ୍ରଦେଶ ସୀମା ନିକଟରେ ଯମୁନା ନଦୀ କୂଳରେ ଚାଲିଥିବା ଅବୈଧ ବାଲି ଖନନକୁ ରୋକିବା ପାଇଁ ତୁରନ୍ତ ପଦକ୍ଷେପ ନେବାକୁ ଅନୁରୋଧ…

‘କଂଗ୍ରେସ ଆମ୍ବେଦକରଙ୍କର କରୁଛି ଅପମାନ’, ମୁଖ୍ୟମନ୍ତ୍ରୀ ଯୋଗୀ କହିଲେ, ଓ୍ବକଫ ନାଁରେ ହିଂସା କରୁଛନ୍ତି କେତେକ ଲୋକେ

ଲକ୍ଷ୍ନୌ,୧୩।୪: ବାବା ସାହେବ ଡକ୍ଟର ଭୀମରାଓ ଆମ୍ବେଦକର ସମ୍ମାନ ଅଭିଯାନ ଅଧୀନରେ ରବିବାର ଉତ୍ତର ପ୍ରଦେଶର ରାଜଧାନୀ ଲକ୍ଷ୍ନୌରେ ଏକ କର୍ମଶାଳା ଆୟୋଜନ କରାଯାଇଥିଲା। ଏଥିରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ମଧ୍ୟ ଅଂଶଗ୍ରହଣ କରିଥିଲେ। ଏହି ଅବସରରେ ସେ କଂଗ୍ରେସ ଦ୍ୱାରା…

ଯୋଗୀ ସରକାରଙ୍କୁ ସୁପ୍ରିମକୋର୍ଟଙ୍କ ଭର୍ତ୍ସନା: ଘର ଭାଙ୍ଗିଲ, କ୍ଷତିପୂରଣ ଦିଅ

ନୂଆଦିଲ୍ଲୀ,୨ା୪ (ପି.ଟି.):ଆଇନଗତ ପ୍ରକ୍ରିୟାର ଅନୁପାଳନ ନ କରି ବେଆଇନ ଭାବେ ଘର ଭଙ୍ଗାଯିବା ଘଟଣାରେ ସୁପ୍ରିମକୋର୍ଟ ମଙ୍ଗଳବାର ଉତ୍ତରପ୍ରଦେଶ ସରକାର ଏବଂ ପ୍ରୟାଗରାଜ ଉନ୍ନୟନ କର୍ତ୍ତୃପକ୍ଷଙ୍କୁ ଭର୍ତ୍ସନା କରିଛନ୍ତି। ଏଭଳି କାର୍ଯ୍ୟ ଅମାନବୀୟ ଏବଂ ବେଆଇନ। ଏହା ଆମ ଅନ୍ତରାତ୍ମାକୁ ଦୋହଲାଇ…

ମହାରାଷ୍ଟ୍ର ନିର୍ବାଚନ ପରେ ଚାଲିଯିବ ଯୋଗୀଙ୍କ ମୁଖ୍ୟମନ୍ତ୍ରୀ ଆସନ; ବଡ଼ ଦାବି କଲେ ଅଖିଳେଶ ଯାଦବ

ନୂଆଦିଲ୍ଲୀ,୧୫ା୧୧: ଉତ୍ତରପ୍ରଦେଶର ୯ ଟି ଆସନରେ ଉପ-ନିର୍ବାଚନ ହେବାକୁ ଥିବା ବେଳେ ନେତାମାନଙ୍କ ମଧ୍ୟରେ ଆଲୋଚନା ସମାଲୋଚନା ତୀବ୍ର ହୋଇଛି। ସମାଜବାଦୀ ପାର୍ଟି ମୁଖ୍ୟ ଅଖିଳେଶ ଯାଦବ ଶୁକ୍ରବାର ଉପ-ନିର୍ବାଚନ ସମ୍ପର୍କରେ ଏକ ସାଧାରଣ ସଭାରେ ସମ୍ବୋଧିତ କରିଛନ୍ତି। ତାଙ୍କ ଠିକଣା…

ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ହତ୍ୟା ଧମକ, ୧୦ ଦିନରେ ଇସ୍ତଫା ନ ଦେଲେ…

ଲକ୍ଷ୍ନୌ/ମୁମ୍ବାଇ,୩।୧୧: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ହତ୍ୟା ଧମକ। ମୁମ୍ବାଇ ପୋଲିସର ଟ୍ରାଫିକ କଣ୍ଟ୍ରୋଲ ସେଲ୍‌ ଏକ ଅଜଣା ନମ୍ବରରୁ ଏକ ଧମକପୂର୍ଣ୍ଣ ବାର୍ତ୍ତା ପାଇଛି। ଯଦି ଯୋଗୀ ୧୦ ଦିନ ମଧ୍ୟରେ ଇସ୍ତଫା ନ ଦିଅନ୍ତି, ତେବେ ଆମେ ତାଙ୍କୁ…

ବଳତ୍କାର ମାମଲାରେ ବୁଲ୍‌ ଡୋଜର ଆକ୍ସନ ନେଲେ ମୁଖ୍ୟମନ୍ତ୍ରୀ

ଅଯୋଧ୍ୟା,୦୩।୦୮: ଅଯୋଧ୍ୟାରେ ହୋଇଥିବା ଏକ ବଳତ୍କାର ମାମଲାରେ ମୁଖ୍ୟମନ୍ତ୍ରୀ ବଡ଼ ଆକ୍ସନ ନେଇଛନ୍ତି । ପ୍ରଥମେ ପୋଲିସ ଇନ୍‌ଚାର୍ଜ ଏବଂ ଥାନା ଅଧିକାରୀଙ୍କୁ ନିଲମ଼୍ବିତ କରିବା ପରେ ଏହି ମାମଲର ମୁଖ୍ୟ ଅଭିଯୁକ୍ତ ମୋଇଦ୍‌ ଖାନ୍‌ଙ୍କ ଘରେ ବୁଲ୍‌ ଡୋଜର ଆକ୍ସନ…

କାଉଡ଼ିଆ ବିବାଦରେ ଯୋଗୀଙ୍କ ସମର୍ଥନରେ ବାହାରିଲେ ବାବା ରାମଦେବ, କହିଲେ-ରେହମାନଙ୍କୁ …

ନୂଆଦିଲ୍ଲୀ,୨୧।୭: ଉତ୍ତରପ୍ରଦେଶରେ କାଉଡ଼ିଆ ମାର୍ଗରେ ପଡୁଥିବା ଦୋକାନ ମାଲିକଙ୍କରେ ମଲଙ୍କ ମାନଙ୍କର ଅସଲି ନାମ ଲେଖିବାକୁ ସରକାର ନିର୍ଦ୍ଦେଶ ଦେବା ପରେ ଏହାକୁ ନେଇ ବିବାଦ ଲାଗି ରହିଛି। ଏବେ ଏହି ବିବାଦରେ ଯୋଗଗୁରୁ ବାବା ରାମଦେବ ଏଣ୍ଟ୍ରି ମାରିଛନ୍ତି। ଏହି…

ୟୁପି ପୋଲିସର ବୋଲ୍‌ବମ୍‌ ଯାତ୍ରା ନିର୍ଦ୍ଦେଶକୁ ନେଇ ବିବାଦ

ନୂଆଦିଲ୍ଲୀ,୧୯ା୭: ବୋଲ୍‌ବମ୍‌ ଯାତ୍ରୀମାନଙ୍କ ସୁବିଧା ପାଇଁ ଯାତ୍ରା ମାର୍ଗରେ ଥିବା ମୁଜାଫରନଗରର ସମସ୍ତ ହୋଟେଲ ଏବଂ ରେଷ୍ଟୁରାଣ୍ଟଗୁଡ଼ିକ ସ୍ବେଚ୍ଛାକୃତ ଭାବେ ସେମାନଙ୍କ ମାଲିକଙ୍କ ନାଁ ସାଇନ୍‌ବୋର୍ଡରେ ଉଲ୍ଲେଖ କରିବା ପାଇଁ ଉତ୍ତରପ୍ରଦେଶ ପୋଲିସ ନିର୍ଦ୍ଦେଶ ଦେଇଥିଲା। ପୋଲିସର ଏଭଳି ନିର୍ଦ୍ଦେଶକୁ ବିଭିନ୍ନ…

ଯୋଗୀ ଆଦିତ୍ୟନାଥଙ୍କୁ ଚିଠି ଲେଖିଲେ ରାହୁଲ, କହିଲେ ଆମର…

ନୂଆଦିଲ୍ଲୀ,୭ା୭: କଂଗ୍ରେସ ଏମ୍‌ପି ତଥା ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ହାଥରସ୍‌ ଦୁର୍ଘଟଣା ସମ୍ପର୍କରେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ଚିଠି ଲେଖିଛନ୍ତି। ରାହୁଲ ପୀଡ଼ିତଙ୍କ ପରିବାରର ସମସ୍ୟାକୁ ଏକ ଚିଠି ମାଧ୍ୟମରେ କହିଛନ୍ତି। ଏହା ବ୍ୟତୀତ…

NEET ପେପର ଲିକ୍‌ ଉପରେ ନୂଆ ଆଇନ ଆଣିବେ ଯୋଗୀ ସରକାର

ଲକ୍ଷ୍ନୌ,୨୧ା୬: ପ୍ରତିଯୋଗିତାମୂଳକ ପରୀକ୍ଷାରେ ପେପର ଲିକ୍‌ ପ୍ରସଙ୍ଗ ଆଜିକାଲି ଚର୍ଚ୍ଚାରେ ରହିଛି। ନିକଟରେ ଉତ୍ତରପ୍ରଦେଶ ପୋଲିସ ନିଯୁକ୍ତି ପରୀକ୍ଷାର ପେପର ଲିକ୍‌ ହୋଇଥିଲା। ଏବେ NEET ଏବଂ UGC- NET ପେପର ଲିକ୍‌ ହେବା ପରେ ସମଗ୍ର ଦେଶରେ ଉତ୍ତେଜନା ଦେଖାଦେଇଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri