ଯୁବକଙ୍କୁ ମାରି କାଜୁଗଛରେ ଝୁଲାଇଦେଲେ, ଭୁବନେଶ୍ୱରରୁ ଗାଁକୁ ଫେରିବାବେଳେ… ନୟାଗଡ଼,୪ା୯(ଲୋକନାଥ ମିଶ୍ର): ରଣପୁର ଥାନା ଦର୍ପନାରାୟଣପୁର ଫାଣ୍ଡି ଖତିଆ ଗୋପୀନାଥପୁର ରାସ୍ତାର ଏକ କାଜୁଗଛରେ ଜଣେ ଯୁବକଙ୍କୁ ହତ୍ୟା କରି ଝୁଲାଇ ଦିଆଯାଇଥିବା ଦେଖିବାକୁ ମିଳିଛି। ହତ୍ୟାର ଶିକାର ହୋଇଥିବା ଯୁବକଙ୍କ ନାଁ ମାନସ ବେହେରା। ଘର ଇଟାମାଟି ଥାନା କୋଡିଏ…