ବିବାହିତା ମହିଳାଙ୍କୁ ପ୍ରେମ କରିବା ପଡ଼ିଲା ମହଙ୍ଗା, ଯୁବକ ନେଲେ ଚରମ ନିଷ୍ପତ୍ତି… ହାଟଡିହୀ/ଛେନାପଦୀ,୧୩ା୬(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ସୋସୋ ଥାନା ବଣିଆପଙ୍କ ଗ୍ରାମ ନିକଟରେ ଶନିବାର ଜଣେ ଯୁବକ ଜଣେ ବିବାହିତା ମହିଳାଙ୍କୁ ପ୍ରେମ କରି ଧୋକା ଖାଇବାରୁ ଶେଷରେ ଆତ୍ମହତ୍ୟା କରିଛନ୍ତି। ଯୁବକ ଜଣକ ବାଲେଶ୍ୱର ଜିଲା ଖଇରା ଥାନା ଓସ୍ତପାଳ…