ଟ୍ରେନ୍ରେ କଟିଗଲେ ଯୁବକ, ରେଳଧାରଣାରେ ୨ ଗଡ଼ ହୋଇ ପଡ଼ିଛି ମୃତଦେହ କେସିଙ୍ଗା,୫ା୧(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରସ୍ଥିତ ଓ୍ବାର୍ଡ ନଂ ୬ ଏମ୍ଇ ସ୍କୁଲପଡ଼ାର ନେପାଳ ମାଝୀ(୨୦) ନାମକ ଜଣେ ଯୁବକ ଟ୍ରେନ୍ରେ କଟି ସୋମବାର ସକାଳେ ମୃତ୍ୟୁବରଣ କରିଛନ୍ତି । ସମ୍ବଲପୁର ଡିଭିଜନ ଅନ୍ତର୍ଗତ କାଣ୍ଡେଲ ରୋଡ୍ ରେଳ...