Tag Archives: young man dead

ବିଲକୁ ଯାଇ ଘରକୁ ଫେରି ନ ଥିଲେ ଯୁବକ, ଆଜି ମିଳିଲା ମୃତଦେହ, ହତ୍ୟା ଅଭିଯୋଗ ଆଣି…

ପାଟଣାଗଡ଼,୧୨ା୧୦(ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ଲରମ୍ଭା ଥାନା ଅନ୍ତର୍ଗତ ଗୋଏଲପିଟା ଗାଁର ଜାମଜୋର ନଦୀ ପାର୍ଶ୍ୱରୁ ସୋମବାର ଜଣେ ଯୁବକଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର ହୋଇଛି। ମୃତ ଯୁବକ ଜଣକ ହେଲେ ଉକ୍ତ ଗାଁର ନିମାଇଁ ବରିହା (୩୫)। ତାଙ୍କ ମୃତ୍ୟୁକୁ…

ନାଗସାପ ସହ ରିଲ୍ସ କରିବାବେଳେ ମାରିଲା ଚୋଟ, ଚାଲିଗଲା ଯୁବକଙ୍କ ଜୀବନ

ପୁରୀ,୧୦ା୧୦(ଅଜିତ୍‌ କୁମାର ମହାନ୍ତି): ସୋସିଆଲ ମିଡିଆରେ ରିଲ୍ସ କରିବା ନିଶା ଜଣେ ଯୁବକଙ୍କ ପାଇଁ ମହଙ୍ଗା ପଡ଼ିଛି। ନାଗ ସାପକୁ ଧରି ରିଲ୍ସ କରୁଥିବା ବେଳେ ସାପ ଚୋଟରେ ତାଙ୍କର ମୃତ୍ୟୁ ଘଟିଛି। ମୃତ ଯୁବକ ହେଉଛନ୍ତି ପୁରୀ ସଦର ଥାନା…

ରାସ୍ତାରେ ଯାଉଯାଉ ବାଇକ୍‌ ସହ କଚାଡ଼ି ହୋଇପଡ଼ିଗଲେ ଯୁବକ, ୮ ଘଣ୍ଟା ପରେ…

ଦିଗପହଣ୍ଡି,୧୨ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଫାସିଗୁଡ଼ା -ଛଣମେରି ଗ୍ରାମ ମଧ୍ୟବର୍ତ୍ତୀ ମୁଖ୍ୟରାସ୍ତା ୟରେ ଶନିବାର ମଧ୍ୟାହ୍ନରେ ସଡ଼କ ଦୁର୍ଘଟଣାରେ ଗୁରୁତର ହୋଇଥିବା ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ଗ୍ରାମ…

ପୋଲର ସୁରକ୍ଷାବାଡ଼ରେ ପିଟିହେଲା ବୁଲେଟ୍‌, ଚାଲିଗଲା ଯୁବକଙ୍କ ଜୀବନ

ପାଟଣା,୧୮ା୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା କେନ୍ଦେଇପୋଷି ଡେଣୁଆ ରାସ୍ତାର ଜହ୍ନେଇ ନାଳ ପୋଲ ସୁରକ୍ଷାବାଡ଼ରେ ବୁଲେଟ ଧକ୍କା ଦେଇ ଜଣେ ୨୯ ବର୍ଷୀୟ ଯୁବକ ପୋଲ ତଳକୁ ଖସି ପଡ଼ିଥିଲେ। ଧରଣୀଧର ମେଡିକାଲ କଲେଜରେ ତାଙ୍କର ଚିକିତ୍ସାଧୀନ ଅବସ୍ଥାରେ ଶନିବାର…

ରାମାୟଣ ମଞ୍ଚସ୍ଥ ପାଇଁ ଚାଲିଥିଲା ପ୍ରସ୍ତୁତି: ଘଟିଲା ବଡ଼ ଅଘଟଣ, ଲାଇଟ୍‌ ଲଗାଉଥିବାବେଳେ ଯୁବକଙ୍କୁ…

ଦିଗପହଣ୍ଡି,୨୧ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଫାସିଗୁଡ଼ା ଗ୍ରାମ ଢେପସାହିରେ ଥିବା ମା ’ ମଙ୍ଗଳା ମନ୍ଦିର ପ୍ରତିଷ୍ଠାର ବାର୍ଷିକୋତ୍ସବ ପାଇଁ ଗଜପତି ଜିଲା ଚାନ୍ଦିପୁଟ ଏବଂ ଗଞ୍ଜାମ ଜିଲା କେ. ଖରିଡ଼ା ଗ୍ରାମର ପୌରାଣିକ ରାମାୟଣ ଥିଏଟର…

ହୋଲିରେ ଅଘଟଣ: ରଙ୍ଗ ଖେଳ ପରେ ଗାଧୋଇବାକୁ ଯାଇ ଯୁବକ…

ବରୀ,୪ା୩(ମହେନ୍ଦ୍ର ସ୍ବାଇଁ): ଯାଜପୁର ଜିଲା ବରୀ ବ୍ଲକ ସ୍ବାଇଁଖଣ୍ଡ ପଞ୍ଚାୟତ ଯଅଁପଡ଼ା ଗ୍ରାମର ହିରଣ୍ୟ ବେଉରିଆ ନଦୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ସୂଚନାଯୋଗ୍ୟ, ରଙ୍ଗ ଖେଳ ପରେ ସାଙ୍ଗମାନଙ୍କ ସହ ନଦୀକୁ ଗାଧେଇବାକୁ ଯାଇଥିବା ବେଳେ ବୁଡ଼ିଯାଇଥିଲେ। ସେଠାରେ ଥିବା ସାଙ୍ଗମାନେ…

ବାଇକ୍‌ରେ ଯାଉଥିଲେ ଯୁବକ, ଚାପିଦେଲା ଅଜଣା ଗାଡ଼ି

ଭଞ୍ଜନଗର,୨୨ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ବାରଡ଼ା ନିକଟରେ ରବିବାର ଅପରାହ୍ନରେ ଏକ ଅଜଣା ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବିଲପଡ଼ାର ପ୍ରଭାତ ନାୟକ (୨୪)। ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ…

ଯୁବକଙ୍କୁ ମାରି ବ୍ରିଜ୍‌ ଉପରେ ଫିଙ୍ଗିଦେଲେ, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ

ବଲାଙ୍ଗୀର,୩୦ା୧୨(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର- ସମ୍ବଲପୁର ୨୬ ନମ୍ବର ଜାତୀୟ ରାଜପଥ ସତ୍ୟନାରାୟଣପଡ଼ା ଲକ୍ଷ୍ମୀ ଜୋର ବ୍ରିଜ୍‌ ଉପରୁ ଜଣେ ଯୁବକଙ୍କ ମୃତଦେହକୁ ଟାଉନ ଥାନା ପୋଲିସ ଉଦ୍ଧାର କରିଛି। ମୃତ ଯୁବକ ଜଣକ ସ୍ଥାନୀୟ ଗେଟସରୋବରପଡ଼ାର ଚିଣ୍ଟୁ କରଣ (୨୬)…

ବାଇକ୍‌କୁ ଧକ୍କା ଦେଲା ବାଇକ୍‌, ଚାଲିଗଲା ଯୁବକଙ୍କ ଜୀବନ

ସଇଁତଳା,୩୧ା୧୦(ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ଜିଲା ସଇଁତଳା ଥାନା ବିବିନା ପଞ୍ଚାୟତ ନିକଟରେ ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ସଇଁତଳା ପୋଲିସ ସୂତ୍ରରୁ ପ୍ରକାଶ ଯେ, ବିବିନା ପଞ୍ଚାୟତ ଗ୍ୟାସ୍‌ ଗୋଦାମ ନିକଟରେ ଟାୟାର ରିପ୍ୟାରିଂ ଦୋକାନ ଖୋଲିଥିବା…

ରେଳଧାରଣାରେ ପଡ଼ିଛି ଯୁବକଙ୍କ ହାତଗୋଡ଼ ବନ୍ଧା ଖଣ୍ଡବିଖଣ୍ଡିତ ମୃତଦେହ

ଚୌଦ୍ୱାର,୪ା୧୦(ଆଶୁତୋଷ ଦାସ): କଟକ ଟାଙ୍ଗୀ ନର୍ଗୁଣ୍ଡ ରେଳଧାରଣା ଉପରେ ଜଣେ ଯୁବକଙ୍କ ଖଣ୍ଡବିଖଣ୍ଡିତ ମୃତଦେହ ପଡ଼ିଛ। ଯୁବକ ଜଣଙ୍କ ହେଲେ ତେରୁଆଁ ବଙ୍ଗାଳୀ ସାହିରେ ରହୁଥିବା ତିରୁପତି ରେଡ୍ଡୀ। ତାଙ୍କ ହାତଗୋଡ଼ ବାନ୍ଧି କେହି ରେଳଧାରଣାରେ ଶୁଆଇ ଦେଇଛନ୍ତି। ତେବେ କିଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?