ବେକରେ ଗାମୁଛା ବାନ୍ଧି ଘରେ ଝୁଲିପଡ଼ିଲେ ଯୁବକ, ପୁଅକୁ ହରାଇ ମା-ବାପା… ଝରିଗାଁ,୨୮ା୫(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସଦର ମହକୁମାର ରବିନ ମଣ୍ଡଳଙ୍କ ପୁଅ ଶୁଭେନ୍ଧୁ (୨୭) ନିଜ ଘରେ ବେକରେ ଗାମୁଛା ଲଗାଇ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି। ଘଟଣା ପରେ ସମ୍ପର୍କୀୟ ଲୋକ ଦେଖିବା ପରେ ଚନ୍ଦାହାଣ୍ଡିରେ ରହୁଥିବା…