୨୦୨୩ରେ ନାବାଳିକାଙ୍କୁ ଉଠାଇ ନେଇଥିଲେ ଯୁବକ, ଆଜି ଆସିଲା ରାୟ, ଅଭିଯୁକ୍ତ ୩ ବର୍ଷ ପାଇଁ… ଜୟପାଟଣା,୨୦ା୧୧(ଓମ୍ ପ୍ରକାଶ ବୈଠାରୁ): କଳାହାଣ୍ଡି ଜିଲା ଜୟପାଟଣା ଥାନା ଅଞ୍ଚଳରେ ଗତ ୨୦୨୩ ମସିହାରେ ହୋଇଥିବା ଜଣେ ନାବାଳିକାଙ୍କୁ ଅପହରଣ ଓ ଯୌନ ନିର୍ଯାତନା ମାମଲାର ରାୟ ଗୁରୁବାର ପ୍ରକାଶ ପାଇଛି। ଭବାନୀପାଟଣାସ୍ଥିତ ଜିଲା ପୋକ୍ସୋ କୋର୍ଟର ସ୍ବତନ୍ତ୍ର ବିଚାରପତି...