ଘରେ ଏକାକୀ ଥିଲେ ମହିଳା, ଛୁରି ଦେଖାଇ ବଳାତ୍କାର କଲେ ଯୁବକ, ଆଉ ତା’ ପରେ… ହିଞ୍ଜିଳିକାଟୁ,୩୦ା୫(ଦ୍ୱିତୀକୃଷ୍ଣ ପଣ୍ଡା): ଘରେ ଏକାକୀ ଥିବା ଜଣେ ବିବାହିତା ମହିଳାଙ୍କୁ ଛୁରି ଦେଖାଇ ହତ୍ୟା ଧମକ ଦେଇ ବଳାତ୍କାର କରିଥିବା ଅଭିଯୋଗରେ ହିଞ୍ଜିଳି ପୋଲିସ ଜଣେ ଯୁବକଙ୍କୁ ଗିରଫ କରିଛି। ଗିରଫ ଯୁବକ ହେଲେ ମୋହିଗୁଡା ଗ୍ରାମର ଅମିର ଅନ୍ଧ ସୁଆଁସିଆ…