ଘରେ ପଶି ମୂକ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ, ଜେଲ୍ ଗଲେ ଯୁବକ ଦିଗପହଣ୍ଡି,୩୦ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁରେ ଶନିବାର ମଧ୍ୟାହ୍ନରେ ଘରେ ପଶି ଜଣେ ମାନସିକ ଅନଗ୍ରସର ଓ ମୂକ ଯୁବତୀ(୨୧)ଙ୍କୁ ବଳପୂର୍ବକ ଭାବେ ବଳାତ୍କାର ଉଦ୍ୟମ କରାଯାଇଥିଲା। ଏହି ଘଟଣାରେ ଗିରଫ ଅଭିଯୁକ୍ତ ଯୁବକଙ୍କୁ…