Tag Archives: young man

ସାଙ୍ଗମାନଙ୍କ ସହ ପାହାଡ଼ ଉପରକୁ ବୁଲିବା ପାଇଁ ଯାଇଥିଲେ ଯୁବକ, ଖସିପଡ଼ି ଚାଲିଗଲା ଜୀବନ

ରାଇକିଆ,୨୧ା୭(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ଥାନା ମଣ୍ଡାସରଠାରୁ ୫ କିମି ଦୂର ମଣ୍ଡକୁଟି ପାହାଡ଼ ଉପରୁ ଖସିପଡ଼ି ଯୁବକଙ୍କ ଜୀବନ ଯାଇଛି। ମୃତ ଯୁବକ ଜଣକ ହେଲେ ରାଇକିଆ ବଡ଼ାପଟା ସାହିର ବନ୍ଦନ ପ୍ରଧାନ। ସାଙ୍ଗମାନଙ୍କ ସହ ବୁଲିବା ପାଇଁ…

ରୋଜଗାର କରିବାକୁ ଯାଇ ବେଙ୍ଗାଲୁରୁରେ ଚାଲିଗଲା ଓଡ଼ିଆ ଯୁବକଙ୍କ ଜୀବନ, ଗାଁକୁ ଆସି ପାରିଲାନି ମୃତଦେହ

ପାଟଣା,୧୩ା୬(ବୀରକିଶୋର ଦାଶ): ବେଳେବେଳେ ଆତ୍ମୀୟଙ୍କ ଅନ୍ତିମ ଦର୍ଶନ ବି ପରିବାର ଲୋକେ କରିପାରନ୍ତି ନାହିଁ। ମୃତଦେହ ଆସିବାରେ ଅର୍ଥ ବାଧକ ସାଜେ। ଜଣେ ଓଡ଼ିଆ ଯୁବକ ରୋଜଗାର ଆଶାରେ ବେଙ୍ଗାଲୁରୁ ଯାଇ ମୃତ୍ୟୁ ଘଟିବା ପରେ ଗାଁକୁ ମୃତଦେହ ଆସି ପାରିଲା…

ଛେଳି ଚୋରିକୁ ନେଇ ମହାଭାରତ: ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରି ବୁଦାମୂଳେ ଫିଙ୍ଗିଦେଲେ ଦୁର୍ବୃତ୍ତ

ଖୁଣ୍ଟୁଣୀ,୮ା୫(ସଚ୍ଚିଦାନନ୍ଦ ପଣ୍ଡା): ଛେଳି ଚୋରିକୁ କେନ୍ଦ୍ର କରି ଜଣେ ଯୁବକଙ୍କୁ ଅନ୍ୟ କେତେକ ଯୁବକ ମରଣାନ୍ତକ ଆକ୍ରମଣ କରି ମୁମୂର୍ଷୁ ଅବସ୍ଥାରେ ଖୁଣ୍ଟୁଣୀ ଡାକ୍ତରଖାନା ପଛପଟ ବୁଦାମୂଳେ ଫିଙ୍ଗିଦେଇ ଫେରାର ହୋଇଯାଇଛନ୍ତି । ଖବର ପାଇ ଖୁଣ୍ଟୁଣୀ ଥାନା ପୋଲିସ ଓ…

ଗାଧୋଇବା ପାଇଁ ଅନ୍ୟ ଦେଶକୁ ବିମାନ ଯାତ୍ରା କଲେ ଏହି ଯୁବକ, ଖର୍ଚ୍ଚ କଲେ ଏତିକି ଟଙ୍କା…

ମୁମ୍ବାଇ: ଦୁନିଆରେ ଅଜବ ଧରଣର ଲୋକ ରହିଛନ୍ତି। କିଛି ଲୋକଙ୍କର ଅଜବ ସଉକ ସୋସିଆଲ ମିଡିଆରେ ଭାଇରାଲ ହୋଇଥାଏ। ଏବେ ସେମିତି ଜଣେ ଯୁବକଙ୍କ ଫିଟୋ ଭାଇରାଲ ହେଉଛି। ଯାହା ଆପଣ କେବେ କଳ୍ପନା କରି ନ ଥିବେ। ଲୋକଙ୍କ ପାଖରେ…

କ୍ଲବ ଘର ବାହାରେ ପଡ଼ିଛି ଖଣ୍ଡା, ଭିତରେ ପଡ଼ିଛି ଯୁବକଙ୍କ ମୃତଦେହ

ବାଙ୍କୀ,୧୨ା୪: କଟକ ଜିଲା ବାଙ୍କୀ ଥାନା ଅନ୍ତର୍ଗତ ହରିରାଜପୁର ଗାଁରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଏଠାରେ ଥିବା ନୂଆସାହି କ୍ଲବ ଘର ଭିତରୁ ଜଣେ ଯୁବକଙ୍କର ମୃତଦେହ ଜବତ ହୋଇଥିବା ବେଳେ ଘର ବାହାରେ ଖଣ୍ଡା, ମୋବାଇଲ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?