ଲିଭ୍ ଇନ୍ରେ ରହୁଥିଲେ: ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ପ୍ରେମିକା ଫେରାର୍ ଭୁବନେଶ୍ୱର,୨୦ା୨: ରାଜଧାନୀ ଭୁବନେଶ୍ୱରର ଏୟାରଫିଲ୍ଡ ଥାନା ଅନ୍ତର୍ଗତ ପୋଖରୀପୁଟ ଅଞ୍ଚଳରୁ ଏକ ଚାଞ୍ଚଲ୍ୟକର ଖବର ସାମ୍ନାକୁ ଆସିଛି। ଏକ ହୋଟେଲ୍ ମଧ୍ୟରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ସବୁଠାରୁ ଆଶ୍ଚର୍ଯ୍ୟର କଥା ହେଉଛି, ଯୁବକଙ୍କ ମୃତ୍ୟୁ ପରେ ତାଙ୍କ ପ୍ରେମିକା…