ନୂଆପଡ଼ା,୨ା୧୧(ପୀତାମ୍ବର ସାହୁ): ଆସନ୍ତା ୧୧ ତାରିଖରେ ନୂଆପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀରେ ହେବ ଉପନିର୍ବାଚନ। ଏଥିରେ ପ୍ରଥମ ଥର ପାଇଁ ଭୋଟ ଦେବାକୁ ଯାଉଥିବା ମତଦାତାଙ୍କ ସମେତ ଯୁବ…