Tag Archives: young woman

ଭୂତ ଛଡ଼ାଉ ଛଡ଼ାଉ ଯୁବତୀ ମୃତ, କୋର୍ଟ ଶୁଣାଇଲେ ୩ ବର୍ଷ କାରାଦଣ୍ଡ

ବେଜିଂ,୩।୧: ଚାଇନାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ଦକ୍ଷିଣ ଚାଇନାର ଏକ କୋର୍ଟ ଜଣେ ମହିଳାଙ୍କୁ ଜେଲ ଦଣ୍ଡାଦେଶ ଦେଇଛନ୍ତି। ସେ ତାଙ୍କ ଝିଅକୁ ଭୂତ ଛଡାଇବା ସମୟରେ ଦୁର୍ଘଟଣାବଶତଃ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଦକ୍ଷିଣ ଚାଇନା…

ରିଲ କରୁ କରୁ ସଡ଼କ ଉପରେ ଶୋଇ ପଡ଼ିଲେ ଯୁବତୀ, ଟ୍ରାଫିକ ଜାମ, ୟୁଜର୍ସ କହିଲେ…

ନୂଆଦିଲ୍ଲୀ,୧।୧୨: ପ୍ରତିଦିନ ସୋସିଆଲ ମିଡିଆରେ ହଜାର ହଜାର ରିଲ ତିଆରି ହୁଏ, କିନ୍ତୁ କିଛି ଏପରି ଅଛି ଯାହା ଲୋକଙ୍କୁ ଆଶ୍ଚର୍ଯ୍ୟ, ବିଚଳିତ ଏବଂ କ୍ରୋଧିତ ମଧ୍ୟ କରିଥାଏ। ଏପରି ଏକ ଭିଡିଓ ବର୍ତ୍ତମାନ ଇଣ୍ଟରନେଟରେ ନିଆଁ ପରି ବ୍ୟାପିଛି, ଯେଉଁଥିରେ…

ହଠାତ୍‌ ଅଫିସରେ ପଶିଗଲା ସାପ, ନିର୍ଭୟରେ ଧରି ପକାଇଲେ ଯୁବତୀ, ଭାଇରାଲ ଭିଡିଓ ଦେଖିଲେ…

ପ୍ରତିଦିନ ସୋସିଆଲ ମିଡିଆରେ କିଛି ନା କିଛି ଭିଡିଓ ଭାଇରାଲ ହୋଇଥାଏ। ଯାହା ଲୋକଙ୍କୁ ସ୍ତବ୍ଧ କରିଦିଏ କିମ୍ବା ପ୍ରଶଂସାରେ ପୋତି ପକାଇବାକୁ ବାଧ୍ୟ କରେ। କେତେବେଳେ ଜଣେ ବ୍ୟକ୍ତି ନିଜ ସାହସରେ ହୃଦୟ ଜିତିଥାଏ, ଆଉ କେତେବେଳେ ତାଙ୍କ ଉପସ୍ଥିତି…

ଉତ୍ତରାଖଣ୍ଡରେ ରାୟଗଡ଼ା ଯୁବତୀଙ୍କୁ ହତ୍ୟା କରି ନଦୀରେ ଫିଙ୍ଗିଦେଲେ

ରାୟଗଡ଼ା,୭।୧୧ (ଆଶିଷ ରଞ୍ଜନ ପଣ୍ଡା): ଉତ୍ତରାଖଣ୍ଡରେ ରାୟଗଡ଼ା ଜିଲା ଚାନ୍ଦିଲି ଥାନା ଅଞ୍ଚଳର ଜଣେ ଯୁବତୀଙ୍କୁ ହତ୍ୟା କରାଯାଇ ମୃତଦେହକୁ ଏକ ନଦୀରେ ଫିଙ୍ଗି ଦିଆଯାଇଥିଲା। ଉତ୍ତରାଖଣ୍ଡ ଲାଲପୁର ଥାନା ପୋଲିସ ଗୁରୁବାର ଅପରାହ୍ନରେ ନଦୀରୁ ମୃତଦେହ ଜବତ କରିଛି। ହତ୍ୟା…

ବେଙ୍ଗାଲୁରୁରୁ ଫେରୁଥିଲେ ଯୁବତୀ, ଭୁଲ୍‌ ବଶତଃ ଆଉ ଏକ ଟ୍ରେନ୍‌ରେ ଉଠିଯିବା ପରେ ନାହିଁ ଖୋଜଖବର

ବୈଶିଙ୍ଗା,୨୧ା୮(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ପଦ୍ମନାଭପୁର ଗ୍ରାମର ଯୁବତୀ ବେଙ୍ଗାଲୁରୁରୁ ଫେରୁଥିବାବେଳେ ଭୁଲ ବଶତଃ ଅନ୍ୟ ଏକ ଟ୍ରେନ୍‌ରେ ଉଠିଯିବା ପରେ ତାଙ୍କର ଆଉ କୌଣସି ଖୋଜଖବର ମିଳୁ ନ ଥିବା ପରିସ୍ଥିତିରେ ବ୍ୟସ୍ତ ବିବ୍ରତ ହୋଇପଡ଼ିଛନ୍ତି…

ହୋମ୍‌ଗାର୍ଡ ନିଯୁକ୍ତି ଦୌଡ଼ ସମୟରେ ଚେତାଶୂନ୍ୟ ହୋଇଥିଲେ ଯୁବତୀ, ଆମ୍ବୁଲାନ୍ସରେ ନେବା ସମୟରେ ଗଣବଳାତ୍କାର

ପାଟନା,୨୬ା୭: ବିହାରର ଗୟାଜୀ ଜିଲାରୁ ଏକ ଅତ୍ୟନ୍ତ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି। ଗତ ଗୁରୁବାର ହୋମଗାର୍ଡ ନିଯୁକ୍ତି ଦୌଡ଼ ସମୟରେ ଜଣେ ମହିଳା ପ୍ରାର୍ଥୀ ଚେତାଶୂନ୍ୟ ହୋଇଯାଇଥିଲେ। ଏହା ପରେ ତାଙ୍କୁ ହସ୍ପିଟାଲ ନେବା ସମୟରେ ଆମ୍ବୁଲାନ୍ସ ଡ୍ରାଇଭର ଏବଂ…

ବିବାହ କରିନାହାନ୍ତି କି ଗର୍ଭବତୀ ନାହାନ୍ତି ଏହି ଯୁବତୀ, ମାତ୍ର ପିଲାଙ୍କ ଡ୍ରେସ୍‌ରେ ଭର୍ତ୍ତି କରିଛନ୍ତି ଆଲମାରି

ଦୁନିଆରେ ବିଭିନ୍ନ ପ୍ରକାରର ଲୋକ ଅଛନ୍ତି। ସେମାନଙ୍କର ନିଜସ୍ବ ସଉକ୍‌ ମଧ୍ୟ ଅଲଗା ଅଲଗା। କିଛି ଲୋକ ରାଜକୀୟ ଢଙ୍ଗରେ ଜୀବନ ବିତାଇବାକୁ ପସନ୍ଦ କରୁଥିବା ବେଳେ ଆଉ କିଛି ଲୋକ ନିଜ ଜୀବନକୁ ଅଶୁଭ ଭାବରେ ବିବେଚନା କରି ବଞ୍ଚିଥାନ୍ତି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri