ଘରେ କେହି ନ ଥିବାବେଳେ ଦେହରେ ନିଆଁ ଲଗାଇ ଆତ୍ମହତ୍ୟା କଲେ ଯୁବତୀ, ପଡ଼ୋଶୀ ଆସିବାବେଳକୁ… ପାରଳାଖେମୁଣ୍ଡି,୧୧ା୪(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡିର ଖଞ୍ଜା ସାହିରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଖଞ୍ଜା ସାହିରେ ଶୁଭ୍ର ସାମଲ ନାମକ ଜଣେ ଯୁବତୀ ଘରେ କେହି ନ ଥିବା ସମୟରେ ଘରର ଶିଡ଼ି ତଳେ ନିଜ…