YourDesiCartକୁ କିଣିଲା Garudavega: ବିଦେଶରେ ରହୁଥିବା ଭାରତୀୟଙ୍କ ପାଇଁ ଆହୁରି ସହଜ ହେବ କିଣାବିକା YourDesiCart ନାମକ ଏକ ଅନ୍ଲାଇନ ଶପିଙ୍ଗ ଏବଂ ପାର୍ସେଲ ସେବା ପ୍ଲାଟଫର୍ମକୁ କ୍ରୟ କରିଛି Garudavega (NexGen Logistics ର ଏକ ଅଂଶ)। ଏହା ଦ୍ୱାରା ଗରୁଡବେଗା (Garudavega) ଆନ୍ତର୍ଜାତୀୟ e-commerceରେ ଶକ୍ତିଶାଳୀ ହେବା ସହ ଆମେରିକା, ଅଷ୍ଟ୍ରେଲିଆ, ୟୁରୋପ ଏବଂ…