ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ କହି ଠକେଇ; ଯୁବକ ଗିରଫ ରାଉରକେଲା,୨୭ା୪: ରାଉରକେଲା ପୋଲିସ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ (CMO) ର ଜଣେ ଅଧିକାରୀ ଭାବରେ ନିଜକୁ ପରିଚୟ ଦେଇ ଠକେଇ କରିବାକୁ ଚେଷ୍ଟା କରିଥିବା ଅଭିଯୋଗରେ ଜଣେ ଯୁବକଙ୍କୁ ଗିରଫ କରିଛି। ଅଭିଯୁକ୍ତଙ୍କୁ ଭୁବନେଶ୍ୱରର ସଙ୍କଳ୍ପ ବିହାର ଅଞ୍ଚଳର ବାସିନ୍ଦା ଅମନ...