ନିଖୋଜର ୫ଦିନ ପରେ ମିଳିଲା ମୃତଦେହ, ପୋଖରୀରେ ଭାସୁଥିବା…. ବଲାଙ୍ଗୀର, ୯।୧(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ପଥରଚେପା ଗାଁ ପୋଖରୀରେ ଶୁକ୍ରବାର ସକାଳୁ ଏକ ମୃତଦେହ ଭାସୁଥିବା ଦେଖିବାକୁ ମିଳିଛି । ମୃତଦେହଟି ବଲାଙ୍ଗୀର ସହର ଶାନ୍ତିପଡା ନିବାସୀ ପ୍ରବୀଣ ମହାଲିଙ୍ଗ ଓରଫ ମୁଟୁଙ୍କ ବୋଲି ଜଣାପଡିଛି…