‘ଯୁବଗୋଷ୍ଠୀଙ୍କ ବିକାଶ ହେଲେ ଦେଶର ବିକାଶ ସମ୍ଭବ’ ପୁରୁଷୋତ୍ତମପୁର,୧୨ା୧(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବିଚାର ବିଭାଗୀୟ ଅଦାଲତର ତାଲୁକ ଆଇନସେବା ପ୍ରାଧିକରଣ କମିଟି ପକ୍ଷରୁ ତାରାତାରିଣୀ କଲେଜ ପରିସରରେ ସୋମବାର ଜାତୀୟ ଯୁବଦିବସ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଆଇନସେବା କମିଟିର ଅଧ୍ୟକ୍ଷ ସିନିୟର ସିଭିଲ ଜଜ୍ ତଥା…