ଦାଦନ ଖଟିବାକୁ ଯାଇ ଦୁର୍ଘଟଣାରେ ଯୁବକଙ୍କ ମୃତ୍ୟୁ, ବିଧାୟକ କହିଲେ କମ୍ପାନୀ ଅଛି… ରାୟଗଡ଼ା/ଟିକିରି,୧୫/୧(ଆଶିଷ ରଞ୍ଜନ ପଣ୍ଡା/ପ୍ରଫୁଲ କୁମାର ବେହେରା): ବକ୍ସାଇଟ ଖଣି ଗନ୍ତାଘର ଭାବେ ବିଶ୍ୱ ପରିଚିତ କାଶୀପୁର ବ୍ଲକର ଜଣେ ୨୫ବର୍ଷୀୟ ଯୁବକ ଦାଦନ ଖଟିବାକୁ ଯାଇ ପ୍ରାଣ ହରାଇଛନ୍ତି । ମୃତକ ଜଣକ ହେଲେ କୁଚେଇପଦର ଗ୍ରାମର ଲିଙ୍ଗରାଜ ମାଝିଙ୍କ...