ନଦୀବନ୍ଧରେ ଯୁବକଙ୍କୁ ହତ୍ୟା
ପାଟକୁରା,୮ା୫(ରବୀନ୍ଦ୍ର ନାଥ ବାରିକ): କେନ୍ଦ୍ରାପଡ଼ା ଜିଲା ଗରଦପୁର ବ୍ଲକ ଅଧୀନ ବେଡାରୀ ପଞ୍ଚାୟତ ହରିଦାସପୁର ନଦୀବନ୍ଧରେ ମଙ୍ଗଳବାର ବିଳମ୍ବିତ ରାତିରେ ଜଣେ ଯୁବକଙ୍କୁ ହତ୍ୟା କରାଯାଇଛି। ମୃତକ ହେଲେ ହରିଦାସପୁର ଗ୍ରାମର ଜ୍ୟୋତିପ୍ରକାଶ ପରିଡ଼ା(୧୮)। ଜ୍ୟୋତିପ୍ରକାଶ ହରିଦାସପୁର ଚିତ୍ରୋତ୍ପଳା ମହୋତ୍ସବରୁ ବିଳମ୍ବିତ...