ଏପଟେ ଚାଲିଥିଲା IPL ନିଲାମ; ସେପଟେ ପ୍ରଥମ ଭାରତୀୟ ଭାବେ ଦ୍ୱିଶତକ ମାରିଲେ ୧୭ ବର୍ଷୀୟ ବ୍ୟାଟର ନୂଆଦିଲ୍ଲୀ,୧୬।୧୨: ଭାରତୀୟ କ୍ରିକେଟ୍ ଇତିହାସରେ ଏକ ନୂଆ ଅଧ୍ୟାୟ ଯୋଡ଼ିଛନ୍ତି ୧୭ ବର୍ଷୀୟ ବାମହାତୀ ବ୍ୟାଟ୍ସମ୍ୟାନ୍ ଅଭିଜ୍ଞାନ କୁଣ୍ଡୁ। ସେ ଏସିଆ କପ୍ ୨୦୨୫ ରେ ମାଲେସିଆ ବିପକ୍ଷ ମ୍ୟାଚରେ ଏକ ଦମଦାର୍ ଦ୍ୱିଶତକ (୨୦୯ ରନ୍, ଅପରାଜିତ) ହାସଲ...