ଜୟପୁରର ଯୁବକ ଗଞ୍ଜାମରୁ ଉଦ୍ଧାର, ଏକମାତ୍ର ପୁଅକୁ ପାଇ ଖୁସିରେ ଆତ୍ମହରା ମା-ବାପା ଗଞ୍ଜାମ,୧୭ା୧୧(ବିଦ୍ୟାଧର ସାହୁ): କୋରାପୁଟ ଜୟପୁର ଅଞ୍ଚଳର ଜଣେ ଯୁବକ ଗତ ଛଅ ତାରିଖରେ ଘରୁ କେଉଁଆଡ଼େ ଚାଲିଯାଇଥିଲେ। ପୁଅ ନିଖୋଜ ନେଇ ବାପା ଜୟପୁର ଟାଉନ ଥାନାରେ ଲିଖିତ ଅଭିଯୋଗ କରିଥିଲେ। ଅଭିଯୋଗ ପରେ ଟାଉନ ଥାନା ପୋଲିସ ଫଟୋ...