ଶୌଚ ପାଇଁ ଯାଇଥିବା ବେଳେ ଅରଖପୁରରେ ଯୁବକଙ୍କୁ ଗୁଳିମାଡ, ଗ୍ରାମବାସୀଙ୍କ ନିକଟରେ ନାହିଁ… ପୁରୁଷୋତ୍ତମପୁର,୨।୩(ସବିତା ମିଶ୍ର) : ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଅରଖପୁର ଗ୍ରାମରେ ଗୁଳିମାଡ଼ । ସୋମବାର ସକାଳେ ଜଣେ ଯୁବକଙ୍କୁ ଗୁଳିମାଡ଼ କରାଯାଇଛି । ଯୁବକଙ୍କ ଗୋଡ଼ରେ ଗୁଳି ବାଜିଥିବା ବେଳେ ସେ ଆହତ ହୋଇ ହସ୍ପିଟାଲେ ଚିକିତ୍ସିତ ହେଉଛନ୍ତି…