Tag Archives: youth

ଯୁବପିଢ଼ିଙ୍କୁ ସଶକ୍ତ କରିବ ପ୍ରଯୁକ୍ତିବିଦ୍ୟା: ରାଜ୍ୟପାଳ

ଅତାବିରା,୧୨।୧୦(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ବ୍ଲକ ନୂଆଁ ଖଇରପାଲି କୋଶଲ ସ୍କୁଲକୁ ରବିବାର ଓଡ଼ିଶାର ରାଜ୍ୟପାଳ ଡାକ୍ତର ହରିବାବୁ କମ୍ଭମପତି ଗସ୍ତ କରିଥିଲେ। ଏହି ଅବସରରେ ସେ ଏସ୍‌ଟିଇଏମ୍‌ ଲାବ୍‌ ଓ ଏରୋମଡେଲିଂ ଟ୍ରେନିଂ ସେଣ୍ଟର ଉଦ୍‌ଘାଟନ କରିଥିଲେ। ସେ…

ଲଟାବୁଦାରେ ଭର୍ତ୍ତି ହୋଇଛି ଗାଁ ଶ୍ମଶାନ, ସଫେଇ ପାଇଁ ଏକାଠି ହେଲେ ଯୁବବର୍ଗ, ଅଧାପନ୍ତରିଆ ହୋଇଥିବା…

ଦାରିଙ୍ଗବାଡ଼ି,୨୦ା୯(ଅରୁଣ ସାହୁ): ସରକାରଙ୍କ ପକ୍ଷରୁ ଶ୍ମଶାନ ଗୃହ ନିର୍ମାଣ ପାଇଁ ଲକ୍ଷଲକ୍ଷ ଟଙ୍କା ଅନୁଦାନ ଖର୍ଚ୍ଚ କରାଯାଇ ସ୍ବଚ୍ଛତା ଓ ସୌନ୍ଦର୍ଯ୍ୟ ପାଇଁ ପଦକ୍ଷେପ ନିଆଯାଉଛି। କିନ୍ତୁ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପଞ୍ଚାୟତ ଡବେରୀ ଗ୍ରାମର ଶ୍ମଶାନ ଲଟାବୁଦାରେ ଭର୍ତ୍ତି ହୋଇ…

‘ଯୁବ ସମାଜକୁ ନିଶାଠାରୁ ଦୂରେଇ ରଖିବା ପାଇଁ ସକାରାତ୍ମକ ପଦକ୍ଷେପର ରହିଛି ଆବଶ୍ୟକତା’

ଭଞ୍ଜନଗର,୨ା୮(ବାବୁଲା ପ୍ରଧାନ): ସମସ୍ତଙ୍କ ସହଯୋଗ ଓ ସାମୂହିକ ପ୍ରୟାସ ରହିଲେ ଏକ ନିଶାମୁକ୍ତ ଭାରତ ଗଠନ ସମ୍ଭବ। ବିଶେଷକରି ଯୁବ ସମାଜକୁ ନିଶାଠାରୁ ଦୂରେଇ ରଖିବା ପାଇଁ ଜନସଚେତନତା ଓ ସକାରାତ୍ମକ ପଦକ୍ଷେପର ଆବଶ୍ୟକତା ରହିଛି ବୋଲି ଭଞ୍ଜନଗର ପ୍ରଜାପିତା ବ୍ରହ୍ମାକୁମାରୀ…

ଦୁର୍ଘଟଣା ରୋକିବାକୁ ଯୁବଗୋଷ୍ଠୀଙ୍କ ଅଭିନବ ପ୍ରୟାସ

ଗଞ୍ଜାମ,୨ା୮(ବିଦ୍ୟାଧର ସାହୁ): ପ୍ରତିଦିନ କେଉଁଠି ନା କେଉଁଠି ଛୋଟବଡ଼ ଦୁର୍ଘଟଣା ଘଟୁଛି। ବିଶେଷ କରି ରାସ୍ତାରେ ବୁଲା ଗୋରୁଙ୍କ ପାଇଁ ଅଧିକ ଦୁର୍ଘଟଣା ଘଟି ଧନଜୀବନ ନଷ୍ଟ ହେଉଛି। ଯୁବଗୋଷ୍ଠୀ ଅଭିନବ ଉପାୟରେ ଏହି ଛୋଟ ବଡ଼ ଦୁର୍ଘଟଣା ରୋକିବାକୁ ପ୍ରୟାସ…

ପୁଣି ଅଶାନ୍ତ ବରଗଡ଼: ବୁଲିଲା ଛୁରି-ଭୁଜାଲି, ଯୁବକ ଆହତ

ବରଗଡ଼,୧୮ା୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ଅପରାଧୀମାନେ ସକ୍ରିୟ ହୋଇ ପଡିଛନ୍ତି। ଏଠାରେ ଦିନ ଦ୍ବିପ୍ରହରରେ ଭୁଜାଲି ମାଡ, ଛୁରାମାଡ଼ ହେଉଛି। ଗତ କିଛିଦିନ ତଳେ ବରଗ ହାଟପଦାରେ ଭୁଜାଲି ମାଡ଼ରେ ୨ଯୁବକଙ୍କ ଜୀବନ ଚାଲି ଯାଇଥିଲା। ଏହି ଘଟଣା ପରେ ବିଭିନ୍ନ…

Budget 2026 Expectations: ଏଥର ବଜେଟରେ ମହିଳା, ଯୁବପିଢ଼ି ଏବଂ ‘ବିକଶିତ ଭାରତ’ର ଦୃଷ୍ଟିକୋଣ ଉପରେ ଧ୍ୟାନ ଦିଆଯିବ, ବଜେଟରୁ କ’ଣ ଆଶା ରହିଛି ଜାଣନ୍ତୁ

ନୂଆଦିଲ୍ଲୀ,୧୯।୧: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମଣ ରବିବାର, ଫେବୃଆରୀ ୧ରେ ଦେଶର ବଜେଟ ଉପସ୍ଥାପନ କରିବେ। ଅର୍ଥମନ୍ତ୍ରୀ ଭାବରେ ଏହା ତାଙ୍କର ଲଗାତାର ନବମ ବଜେଟ ହେବ। ଏହି ବଜେଟ ସମସ୍ତ କ୍ଷେତ୍ରରୁ ଉଚ୍ଚ ଆଶା ରଖିଛି, କାରଣ ଏହା ମୋଦି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?