ରସୁଲଗଡ଼ରେ ଚାଞ୍ଚଲ୍ୟ: ୟୁଟ୍ୟୁବ ବ୍ଲଗରଙ୍କୁ ଜିଜିପି କଲୋନୀରେ ହତ୍ୟା ଭୁବନେଶ୍ୱର,୧।୩: ରାଜଧାନୀରେ ପୁଣି ଗଡିଲା ମୁଣ୍ଡ। ରସୁଲଗଡ଼ ନିକଟ ଜିଜିପି କଲୋନୀରେ ଶନିବାର ରାତିରେ ଏକ ହତ୍ୟାକାଣ୍ଡ ଘଟିଛି। ମୃତ ଯୁବକ ଜଣଙ୍କ ରାହୁଲ ମହାରଣା। ସେ ଜଣେ ୟୁଟ୍ୟୁବ ବ୍ଲଗର। ରାତିରେ ୪ରୁ ୫ ଜଣ ରାହୁଲଙ୍କୁ ଛୁରି ଭୁସି…