ବାପା ସିଲେଇ ଦୋକାନ କରି ପୋଷୁଛନ୍ତି ପେଟ, ଆଇପିଏଲ୍ରେ ହଇଚଇ କରୁଛନ୍ତି ପୁଅ ନୂଆଦିଲ୍ଲୀ,୭।୪: ଆଜିକାଲି ସନରାଇଜର୍ସ ହାଇଦ୍ରାବାଦର ଲେଗ ସ୍ପିନର ଜିଶାନ ଅନସାରୀଙ୍କୁ ନେଇ କ୍ରିକେଟ୍ ମହଲରେ ଚର୍ଚ୍ଚା ଜୋର ଧରିଛି। ଏହି ୨୫ ବର୍ଷୀୟ ଯୁବ ଲେଗ ସ୍ପିନର ତାଙ୍କ ଡେବ୍ୟୁ ମ୍ୟାଚ୍ରେ ହିଁ କେଏଲ ରାହୁଲ, ଫାଫ ଡୁ ପ୍ଲେସିସ...