ଜେଲିଓର ଅଲ୍ ନ୍ୟୁ ଗ୍ରାସି ସିରିଜ୍
ଭୁବନେଶ୍ୱର,୧୦ା୬: ଦେଶର ପ୍ରମୁଖ ଇଲେକ୍ଟ୍ରି ଭେଇକିଲ ବା ଇଭି ଟୁହ୍ବିଲର ଷ୍ଟାର୍ଟଅପ ଜେଲିଓ ଇ-ବାଇକ୍ସର ଅଲ୍ ନ୍ୟୁ ଗ୍ରାସି ସିରିଜ୍ର ସର୍ବଭାରତୀୟ ଉନ୍ମୋଚନ (ଅନାବରଣ) ନିକଟରେ ହୋଇଯାଇଛି। ଏ ସମ୍ପର୍କରେ ଜେଲିଓ ଇ-ବାଇକ୍ସର ପ୍ରତିଷ୍ଠାତା ତଥା ପରିଚାଳନା ନିର୍ଦ୍ଦେଶକ କୁନାଲ ଆର୍ଯ୍ୟା କହିଛନ୍ତି,…


