ନୂଆ ଭାରତୀୟ ନ୍ୟାୟ ସଂହିତାରେ Zero FIR ଭଞ୍ଜନଗର,୨୦ା୪(ବାବୁଲା ପ୍ରଧାନ): ଭଞ୍ଜନଗର ତାଲୁକ ଆଇନ ସେବା କମିଟି ପକ୍ଷରୁ ରବିବାର ଗାୟଗଣ୍ଡା ଗ୍ରାମ ବିକାଶ ବିଦ୍ୟା ବିହାର ପରିସରରେ various provisions of BNSS and J.J. (CPC) Act” ଉପରେ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟ…