ଜିରୋ ନାଇଟ୍ ପାର୍ଟିରେ ବିରିୟାନି ଖାଇବା ହେଲା କାଳ, ଜଣେ ମୃତ ୧୫ ଅସୁସ୍ଥ ନୂଆଦିଲ୍ଲୀ,୧।୧: ନୂଆବର୍ଷରେ ମଉଜ କରୁକରୁ ଚାଲିଗଲା ଜୀବନ । ଜାନୁଆରୀ ୧ ତାରିଖରେ ହାଇଦ୍ରାବାଦରେ ନୂତନ ବର୍ଷର ଉତ୍ସବ ଦୁଃଖଦ ହୋଇଗଲା । ବିରିୟାନି ପାର୍ଟି ପରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଥିବା ବେଳେ ୧୫ ଜଣ ଅସୁସ୍ଥ ହୋଇଥିବା...