ଚାଲିଥିଲା ବୈଠକ, ପେଟ୍ରୋଲ ଢାଳି ଆତ୍ମାହୁତି ଉଦ୍ୟମ କଲେ ଜିଲାପରିଷଦ ସଭ୍ୟ ଖୋର୍ଦ୍ଧା,୩ା୬(ପ୍ରଭାତ ପାଣିଗ୍ରାହୀ): ଜିଲା ପରିଷଦ ବୈଠକରେ ଏକ ଅଭବାନୀୟ ଘଟଣା ଦେଖିବାକୁ ମିଳିଛି। ଜନପ୍ରତିନିଧିଙ୍କୁ ବୋଲଗଡ ବିଡିଓଙ୍କ ଅଣଦେଖା, ଦୁର୍ବ୍ୟବହାର ଏବଂ ଅସହଯୋଗ ମନୋଭାବ ପ୍ରତିବାଦରେ ୨୭ ନଂ ଜିଲା ପରିଷଦ ସଭ୍ୟ ପ୍ରଦୀପ୍ତ ଛୋଟରାୟ ବୈଠକ ମଝିରେ ପେଟ୍ରୋଲ ଢାଳିହୋଇ…