ଟି-୨୦ ବିଶ୍ୱକପ୍ ୨୦୨୬: ବଡ଼ ବିପର୍ଯ୍ୟୟ ଘଟାଇଲା ଜିମ୍ବାୱେ; ଅଷ୍ଟ୍ରେଲିଆ ୨୩ ରନରେ ପରାସ୍ତ କଲୋମ୍ବୋ,୧୩।୨: ଟି-୨୦ ବିଶ୍ୱକପ୍ ୨୦୨୬ର ୧୯ତମ ମ୍ୟାଚରେ ଏକ ବଡ଼ ବିପର୍ଯ୍ୟୟ ଦେଖିବାକୁ ମିଳିଛି। ଶକ୍ତିଶାଳୀ ଅଷ୍ଟ୍ରେଲିଆକୁ ୨୩ ରନରେ ପରାସ୍ତ କରି ଜିମ୍ବାୱେ କ୍ରିକେଟ ଜଗତକୁ ଚକିତ କରିଦେଇଛି। କଲୋମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିବା ଏହି ରୋମାଞ୍ଚକର ମୁକାବିଲାରେ…