ଟଙ୍କା ବ୍ୟାଗ୍‌ ଫିଙ୍ଗି ଦୌଡ଼ିଥିଲେ ତହସିଲଦାର, ଗୋଡ଼ାଇ ଧରିଲା ଭିଜିଲାନ୍ସ ଟିମ୍‌

ରାୟଗଡ଼ା,୬ା୭): ରାୟଗଡ଼ା ଜିଲା ଚନ୍ଦ୍ରପୁର ତହସିଲଦାର ବିଚିତ୍ରାନନ୍ଦ ନାୟକ ଗିରଫ ହୋଇଛନ୍ତି। ୧ ଲକ୍ଷ ୧୫ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଦ୍ବାରା ଗିରଫ ହୋଇଥିବା ଜଣାପଡ଼ିଛି। ତହସିଲଦାର ନାୟକ ଲାଞ୍ଚ ନେଉଥିବା ଜାଣି ଭିଜିଲାନ୍ସ ଟିମ୍‌ ତାଙ୍କ ପିଛା କରିଥିଲା। ଚନ୍ଦ୍ରପୁର-ମୁନିଗୁଡ଼ା ରାସ୍ତାର ଡାଙ୍ଗସରଡ଼ାଠାରେ ଟିମ୍‌ ତାଙ୍କୁ ଅଟକାଇଥିଲା। ଭିଜିଲାନ୍ସକୁ ଦେଖି ଟଙ୍କା ବ୍ୟାଗ୍‌ ଫିଙ୍ଗି ଦ୍ରୁତ ଗତିରେ ଗାଡ଼ି ଚଳାଇ ପଳାଇଥିଲେ। ତହସିଲଦାରଙ୍କ ଦ୍ରୁତ ଗାଡ଼ିଚାଳନା ପାଇଁ ଭିଜିଲାନ୍ସ ଟିମ୍‌ ଆହତ ମଧ୍ୟ ହୋଇଥିଲେ। ମାତ୍ର ତହସିଲଦାରଙ୍କୁ ରାୟଗଡ଼ାରେ ଠାବ କରି ଅଟକାଇଥିଲେ ଟିମ୍‌। ପରବର୍ତ୍ତୀ ସମୟରେ ତହସିଲଦାରଙ୍କ ଅଫିସ ଓ କ୍ବାର୍ଟର୍ସ ରେଡ୍‌ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଝାରପଡ଼ା ଜେଲରେ ୱାର୍ଡରଙ୍କୁ ପିଟିଲେ କଏଦୀ

ଭୁବନେଶ୍ୱର,୨୫।୧୦: ପୁଣି ଚର୍ଚ୍ଚାରେ ଝାରପଡ଼ା ଜେଲ। ଶୁକ୍ରବାର ପୂର୍ବାହ୍ନରେ ଜେଲ ଭିତରେ ମାରପିଟ୍‌ ହେବା ଘଟଣା ସାମ୍‌ନାକୁ ଆସିଛି। ଜେଲ ୱାର୍ଡରଙ୍କୁ କେତେଜଣ କଏଦୀ ଆକ୍ରମଣ...

କାହିଁକି ଦୁର୍ବଳ ହେଲା ଏହି ଭୟଙ୍କର ବାତ୍ୟା ‘ଦାନା’, ପାଣିପାଗ ବିଶେଷଜ୍ଞ କହିଲେ…

ଭୁବନେଶ୍ୱର,୨୫ା୧୦: ପାଣିପାଗ ବିଭାଗର ଆକଳନଠାରୁ କମ୍‌ ହୋଇଛି ବର୍ଷା ପବନ। ତେବେ ବାତ୍ୟା ଦୁର୍ବଳ ହେବା ପରେ ଏହାକୁ ନେଇ ନାନା ପ୍ରଶ୍ନ ଉଙ୍କିମାରିଛି। ସମସ୍ତଙ୍କ...

କେସିଙ୍ଗା ପଞ୍ଚାୟତ ସମିତି ଅଧ୍ୟକ୍ଷଙ୍କ ଅନାସ୍ଥା ପ୍ରସ୍ତାବ ପାଇଁ ଉପଜିଲାପାଳଙ୍କ ନୋଟିସ

କେସିଙ୍ଗା,୨୫ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତିର ଅଧ୍ୟକ୍ଷଙ୍କ ବିରୋଧରେ ଆଗତ ଅନାସ୍ଥା ପ୍ରସ୍ତାବ ବିଷୟରେ ଆଲୋଚନା ପାଇଁ ଓ ଅନାସ୍ଥା ପ୍ରସ୍ତାବ ଗୃହିତ...

ଲ୍ୟାଣ୍ଡଫଲ ପରେ ବି ଟଳିନି ବିପଦ: ଚାନ୍ଦବାଲିରେ ରେକର୍ଡ ବର୍ଷା

ଭୁବନେଶ୍ୱର,୨୫।୧୦: ବାତ୍ୟା ‘ଦାନା’ର ଲ୍ୟାଣ୍ଡଫଲ ପ୍ରକ୍ରିୟା ଶେଷ ହୋଇଥିବା ନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଶୁକ୍ରବାର ସୂଚନା ଦିଆଯାଇଛି। ବାତ୍ୟା ‘ଦାନା’ ଦୁର୍ବଳ ହୋଇ...

ତିହିଡ଼ି ବ୍ଲକରେ ସ୍ଥାନାନ୍ତର ହୋଇଛନ୍ତି ୧୦ ହଜାର ବାତ୍ୟା ବିପନ୍ନ

ତିହିଡ଼ି,୨୫ା୧୦(ସଞ୍ଜିତ ବଳ): ଭଦ୍ରକ-ଚାନ୍ଦବାଲି ରାଜ୍ୟ ରାଜପଥରେ ବିଭିନ୍ନ ସ୍ଥାନରେ ଗଛ ଉପୁଡ଼ି ରାସ୍ତା ଅବରୋଧ ହୋଇଥିବା ଜଣାଯାଇଛି। ତିହିଡି ବ୍ଲକର ସନ୍ଥପୁରା, କମାରିଆ ଇତ୍ୟାଦି ସ୍ଥାନରେ...

କନ୍ଦାଇଲା ‘ଦାନା’: ଘର ଉପରେ ପଡ଼ିଲା ଗଛ, ଆଉ ତା’ ପରେ…

ଭଦ୍ରକ,୨୫ା୧୦(ସନାତନ ରାଉତ): ବାତ୍ୟା ଦାନା ପ୍ରଭାବରେ ଭଦ୍ରକ ଜିଲା ବାସୁଦେବପୁର ଚାନ୍ଦବାଲି ଅଞ୍ଚଳରେ ବିଭିନ୍ନ ସ୍ଥାନରେ ଗଛ ପଡ଼ି ଘର ଭାଙ୍ଗିବା ସହ ରାସ୍ତାରେ ଗଛ...

ବାତ୍ୟା ପରେ ପବନ ସାଙ୍ଗକୁ ଲାଗି ରହିଛି ବର୍ଷା, ଆକଳନ ଠାରୁ…

ଭଦ୍ରକ,୨୫ା୧୦(ସନାତନ ରାଉତ): ପାଣିପାଗ ବିଭାଗ ସୂଚନା ମୁତାବକ ୨୪ ତାରିଖ ରାତିରେ ବାତ୍ୟା ଦାନା ସ୍ଥଳଭାଗ ଛୁଇଁଛି। କିନ୍ତୁ ଯେଉଁ ଆକଳନ କରାଯାଇଥିଲା ତା’ଠାରୁ କମ୍‌...

ଭାରସାମ୍ୟ ହରାଇ ପୋଲ ତଳକୁ ଖସିଲା ପଥର ବୋଝେଇ ହାଇଓ୍ବା

ଦାରିଙ୍ଗବାଡ଼ି,୨୫ା୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ବାଡାବାଙ୍ଗା ଅଞ୍ଚଳରେ ଗୁରୁବାର ପଥର ବୋଝେଇ ହାଇଓ୍ବା ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ଚାଳକ ଜଣେ ରହିଥିବାବେଳେ ସେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri