ଭିଜିଲାନ୍ସ ଜାଲରେ ତହସିଲଦାର

ରାଇକିଆ,୨୯।୪(ଡି.ଏନ୍‌.ଏ.): କନ୍ଧମାଳ ଜିଲା ରାଇକିଆ ତହସିଲଦାର ଚକ୍ରଧର ପାଢ଼ୀ ଭିଜିଲାନ୍ସ ଜାଲରେ ଧରା ପଡ଼ିଛନ୍ତି। ସେ ଏକ ପଥର ବୋଝେଇ ଟ୍ରାକ୍ଟରକୁ ଛାଡ଼ିବା ପାଇଁ ୪୦ ହଜାର ଟଙ୍କା ଲାଞ୍ଚ ନେଉ ଥିବା ବେଳେ ବ୍ରହ୍ମପୁର ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢାଉ କରାଯାଇ ଗିରଫ କରଯାଇଛି । ତହସିଲଦାରଙ୍କ ସରକାରୀ ବାସଭବନରେ ପ୍ରଥମେ ଚଢ଼ାଉ କରାଯାଉଥିବା ବେଳେ ପରବର୍ତ୍ତୀ ସମୟରେ କାର୍ଯ୍ୟାଳୟରେ ମଧ୍ୟ ଚଢ଼ାଉ କରାଯାଇଥିଲା। ମଣ୍ଡାକିଆ ଗ୍ରାମର ସେନାପତି ପ୍ରଧାନ ନାମକ ଜଣେ ବ୍ୟକ୍ତି ଏନ୍‌ଆରଇଜିଏରେ ଏକ କୂଅ ଖୋଲିବା ପାଇଁ ପଥର ନେଉଥିବା ବେଳେ ତହସିଲଦାର ଟ୍ରାକ୍ଟର ଅଟକାଇବା ସହ ୪୦ ହଜାର ଟଙ୍କା ଦାବି କରିଥିଲେ। ସେନାପତି ନିରୁପାୟ ହୋଇ ଭିଜିଲାନ୍ସର ସାହାରା ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗଡ଼ିବନି ବ୍ରହ୍ମ ତାଳଧ୍ୱଜ ରଥ

କେନ୍ଦ୍ରାପଡ଼ା,୨୩।୬: ତୁଳସୀ କ୍ଷେତ୍ରାଧିପତି ଶ୍ରୀ ବଳଦେବଜୀଉଙ୍କ ବ୍ରହ୍ମ ତାଳଧ୍ୱଜ ରଥ ଇଚ୍ଛାପୁର ରଥଦାଣ୍ଡରେ ଗଡିବନି । ରଥଯାତ୍ରା ପାଇଁ ରଥ ନିର୍ମାଣ ସରିଥିଲେ ମଧ୍ୟ କପଡା...

ପୋଲିସ ଉପରକୁ ଗୁଳି ଚାଳନା ମାମଲା: ଅଭିଯୁକ୍ତଙ୍କୁ ୫ ବର୍ଷ ଜେଲ୍‌, ଜରିମାନା

କଟକ ଅଫିସ,୧୯।୧୨: ୨୦୧୦ ଜୁନ୍‌ ୨୪ ତାରିଖରେ କଟକ ଓଡ଼ିଆ ବଜାର ନିକଟରେ ଏକ ଗଣ୍ଡଗୋଳ ଘଟିଥିଲା। ଖବରପାଇ ଏଏସ୍‌ଆଇ ପ୍ରିୟବ୍ରତ୍ତ ଦାସଙ୍କ ସମେତ ଅନ୍ୟ ପୋଲିସ...

ବାଇକ୍‌, ଟଙ୍କା ଲୁଟ୍‌ ଘଟଣା: ୩ କୋର୍ଟ ଚାଲାଣ

ଛତ୍ରପୁର,୧୩ା୭(ଡି.ଏନ.ଏ)-ବାଇକ୍‌ ଓ ଟଙ୍କା ଲୁଟ୍‌ ଘଟଣାରେ ୩ ଅଭିଯୁକ୍ତଙ୍କୁ ଛତ୍ରପୁର ପୋଲିସ ଗିରଫ କରିଛି ।  ସେମାନେ ହେଲେ ବ୍ରହ୍ମପୁର ବଡବଜାର ଥାନା ଅଞ୍ଚଳର ରାଜ...

କନ୍ୟାଶ୍ରମରେ ନିର୍ଯାତନା ଅଭିଯୋଗର ତଦନ୍ତ ଆରମ୍ଭ:ଦୁଇ ସ୍କୁଲରେ ୧୩ ଛାତ୍ରୀଙ୍କ ହେଲା ନାମଲେଖା

ଅନୁଗୋଳ ଅଫିସ, ୭।୧ ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକରେ ଥିବା କ୍ଷୀରୋଦବାସିନୀ କନ୍ୟାଶ୍ରମରେ ଦୁଇ ଅନ୍ତେବାସୀ ଭଉଣୀଙ୍କୁ ନିର୍ଯାତନା ଦିଆଯିବା ଅଭିଯୋଗ ଘଟଣାର ତଦନ୍ତ ଆରମ୍ଭ...

ପରଲୋକରେ ବିଶିଷ୍ଟ କଳାକାର

ଖଇରା, ୧୫ା୬(ଡି.ଏନ.ଏ.)-ବାଲେଶ୍ବର ଜିଲା ଖଇରା ବ୍ଲକ ଅଧୀନ ନନ୍ଦୁର ଗ୍ରାମର ଭଗବାନ ନାୟକ(୮୭)ଙ୍କର ଶନିବାର ରାତିରେ ପରଲୋକ ହୋଇଯାଇଛି। ଗାଁରେ ବିଭିନ୍ନ ଯୁବକ ସଂଘ ତରଫରୁ...

ବୈତରଣୀ ଶୈବ୍ୟା କାବେରୀ ଘାଟରେ ବୋଇତ ବନ୍ଦାଣ ଉତ୍ସବ: ବୁଡ଼ ପକାଇଲେ ହଜାର ହଜାର ଶ୍ରଦ୍ଧାଳୁ

ପାଟଣା,୧୨।୧୧(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ଦେଇ ଯାଇଥିବା ବୈତରଣୀ ନଦୀର ରାଜନଗରସ୍ଥିତ ଶୈବ୍ୟା କାବେରୀ ଘାଟ ଓ ପାଟଣାସ୍ଥିତ ବୈତରଣୀ ତୀର୍ଥ ଘାଟରେ ମଙ୍ଗଳବାର...

କ୍ବାରାଣ୍ଟାଇନ୍‌ ସେଣ୍ଟର ପରିଦର୍ଶନ କଲେ ବିଧାୟକ

ବଡ଼ସାହି,୬ା୫(ସ୍ବ.ପ୍ର.)-ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକରେ ଥିବା ବିଭିନ୍ନ କ୍ବାରାଣ୍ଟାଇନ୍‌ ସେଣ୍ଟରକୁ ବଡ଼ସାହି ବିଧାୟକ ସନାତନ ବିଜୁଳି ମଙ୍ଗଳବାର ପରିଦର୍ଶନ କରିଛନ୍ତି। ରାଜ୍ୟ ବାହାରୁ ଫେରୁଥିବା ଲୋକମାନଙ୍କୁ...

ପୁରୁଷୋତ୍ତମପୁର ଏନ୍‌ଏସିର ୩ ୱାଡ୍‌କୁ କଣ୍ଟେଟମେଣ୍ଟ ଜୋନ୍‌ ଘୋଷଣା, ରାସ୍ତା ସିଲ୍

ପୁରୁଷୋତ୍ତମପୁର, ୩୦।୬(ଡି.ଏନ୍‌ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍‌ଏସିର ୫ ଜଣ କରୋନା ପଜିଟିଭ ଚିହ୍ନଟ ହେବାପରେ ପ୍ରଶାସନ ପକ୍ଷରୁ ସମ୍ପୃକ୍ତ ବ୍ୟକ୍ତିଙ୍କୁ ଚିକିତ୍ସା ନିମନ୍ତେ କୋଭିଡ୍‌...

Advertisement


Archives

Model This Week

Why Dharitri