ରାସ୍ତାରୁ ବାଡ଼ ହଟାଇଲେ ତହସିଲଦାର

ଖଇରା,୧୭।୩(ଡି.ଏନ.ଏ.): ବାଲେଶ୍ୱର ଜିଲାର ଖଇରା ଓ ସିମୁଳିଆ ୨ ବ୍ଲକକୁ ସଂଯୋଗ କରୁଥିବା ତୁଡିଗଡିଆ-ଆନନ୍ଦପୁର ଭାୟା ମାଖନପୁର ରାସ୍ତାକୁ ମେଦିନପୁର ଗ୍ରାମ ନିକଟ ଦେଇ ଯାଇଥିବା ରାସ୍ତାକୁ ଜଣେ ବ୍ୟକ୍ତି ନିଜର ବୋଲି ଦାବି କରି ୨ପାର୍ଶ୍ୱରେ ବାଡ ବସାଇ ଦେଇଥିଲେ। ରାସ୍ତା ନିର୍ମାଣ ବନ୍ଦ ରହିବା ସହ ଯାତାୟାତ ବାଧାପ୍ରାପ୍ତ ହେବା ପରେ ମେଦିନପୁର ସମେତ ଅନ୍ୟାନ୍ୟ ଗ୍ରାମର ବାସିନ୍ଦା ଖଇରା ତହସିଲଦାରଙ୍କ ନିକଟରେ ଲିଖିତ ଅଭିଯୋଗ କରିଥିଲେ। ଗୁରୁବାର ଖଇରା ତହସିଲଦାର ପ୍ରଶାନ୍ତ କୁମାର ମହାରଣା ଓ ଖଇରା ଥାନା ଏସ୍‌ଆଇ ମୌସୁମୀ ମହାନ୍ତି ଘଟଣାସ୍ଥଳକୁ ଯାଇ ବାଡ଼ ଉଠାଇବା ସହ ରାସ୍ତାରେ ଯାତ୍ରୀ ଚଳାଚଳ ଓ ନିର୍ମାଣ କାର୍ଯ୍ୟକୁ ସ୍ବାଭାବିକ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ୟୁକ୍ରେନ୍‌ ଆକ୍ରମଣର ପ୍ରତିଜବାବ, ରୁଷିଆ ଆକ୍ରମଣରେ କିଭ୍‌ରେ ୨୦ ମୃତ

କିଭ୍‌,୩।୭(ପି.ଟି.): ରୁଷିଆ ପକ୍ଷରୁ ୟୁକ୍ରେନ୍‌ ରାଜଧାନୀ କିଭ୍‌ ଉପରେ ବୁଧବାର ବିଳମ୍ବିତ ରାତିରୁ ଗୁରୁବାର ସକାଳ ପର୍ଯ୍ୟନ୍ତ ୧୧ ଘଣ୍ଟିଆ ଡ୍ରୋନ ଏବଂ କ୍ଷେପଣାସ୍ତ୍ର ଆକ୍ରମଣ କରାଯାଇଛି।…

ଛେଚିବ ବର୍ଷା: ଏହିସବୁ ଜିଲାକୁ ରେଡ୍‌ ଆଲର୍ଟ ଜାରି

ଭୁବନେଶ୍ୱର,୩ା୭ (ସୌମ୍ୟରଞ୍ଜନ ରାଉତ):ଉତ୍ତରପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର ଓଡ଼ିଶା ଉପକୂଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଲଘୁଚାପ ଯୋଗୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଆହୁରି ସକ୍ରିୟ…

୧୮ ଦଫା ଦାବି ନେଇ ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ: ରୋଗୀ ସେବା ଠପ୍‌

ବଲାଙ୍ଗୀର, ୩/୭ (ବୀରେନ୍ଦ୍ର କୁମାର ଝାଙ୍କର)- ଓଡିଶା ମେଡିକାଲ ସର୍ଭିସ ଆସୋସିଏସନ (ଓଏମଏସଏ) ବଲାଙ୍ଗୀର ଶାଖା ପକ୍ଷରୁ ସ୍ଥାନୀୟ ସିଡ଼ିଏମଓ ଅଫିସ ସମ୍ମୁଖରେ ଧାରଣା ଦିଆଯାଉଥିଲା। ଏଥିରେ…

ବନ ମହୋତ୍ସବ ସପ୍ତାହ, ସାନଖେମୁଣ୍ଡି କୋର୍ଟ ପରିସରରେ ଚାରା ରୋପଣ କଲେ ମାଜିଷ୍ଟ୍ରେଟ 

ଦିଗପହଣ୍ଡି,୩।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ଗ୍ରାମ୍ୟ ନ୍ୟାୟାଳୟ ଆନୁକୁଲ୍ୟରେ  ଚାରା ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ବନ ମହୋତ୍ସବ ସପ୍ତାହ ପାଳନ ଅବସରରେ…

ହରଦୀପ ସିଂ ପୁରୀଙ୍କ ବଡ଼ ଘୋଷଣା, ଏବେ କମିବନି ପେଟ୍ରୋଲ-ଡିଜେଲ ଦର

ନୂଆଦିଲ୍ଲୀ,୩।୭(ଆଇଏଏନ୍‌ଏସ୍‌): ପେଟ୍ରୋଲ ଓ ଡିଜେଲ ଦର କମିବା ନେଇ ଆଶା ରଖିଥିବା ଗ୍ରାହକଙ୍କୁ ବଡ଼ ଝଟକା ଲାଗିଛି। ଚଳିତ ସମୟରେ ଖୁଚୁରା ମୂଲ୍ୟ ହ୍ରାସ କରିବାର କୌଣସି…

ନାସାର ଘୋଷଣା, ଆମେରିକା ବିଶ୍ୱକପ୍‌ ଜିତିଲେ ଚନ୍ଦ୍ରକୁ ଯିବ ଫୁଟବଲ

ୱାଶିଂଟନ,୩।୭: ଚଳିତ ୨୦୨୬ ଫିଫା ବିଶ୍ୱକପ୍‌ରେ ଆମେରିକା ଦଳର ବିଜୟ ପାଇଁ ଆମେରିକାର ମହାକାଶ ଗବେଷଣା ସଂସ୍ଥା ‘ନାସା’ ଏକ ଅଦ୍ଭୁତ ଏବଂ ରୋମାଞ୍ଚକର ପ୍ରତିଶ୍ରୁତି ଦେଇଛି।…

ପ୍ରକାଶ ପାଇଲା ପିଜି ପ୍ରବେଶିକା ପରୀକ୍ଷା ରେଜଲ୍ଟ, ନାମଲେଖା ସମୟସୂଚୀ…

ଭୁବନେଶ୍ୱର,୨ା୭(ସୁଚିସ୍ମିତା ସାହୁ): ପିଜି ପ୍ରବେଶିକା ପରୀକ୍ଷା ବା କମନ ପିଜି ଏଣ୍ଟ୍ରାନ୍ସ ଟେଷ୍ଟ-୨୦୨୬ ରେଜଲ୍ଟ ଗୁରୁବାର ପ୍ରକାଶ ପାଇଛି। ଛାତ୍ରୀଛାତ୍ର ସାମ୍‌ସ ପୋର୍ଟାଲ ମାଧ୍ୟମରେ ନିଜ ପରୀକ୍ଷାଫଳ…

ଆନ୍ଦୋଳନରତ ଡାକ୍ତରଙ୍କ ବିରୋଧରେ ବଡ଼ ଆକ୍ସନ: ଦରମା ବନ୍ଦ ସହ ଚୁକ୍ତିଭିତ୍ତିକ ଡାକ୍ତରଙ୍କୁ ନୋଟିସ୍‌ ପରେ କାର୍ଯ୍ୟରୁ ନିବୃତ୍ତ ପାଇଁ ନିର୍ଦ୍ଦେଶ !

ଭୁବନେଶ୍ୱର, ୨ା୭: ରାଜ୍ୟରେ ଚାଲିଥିବା ଡାକ୍ତରୀ ଆନ୍ଦୋଳନକୁ ନେଇ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଏକ ବଡ଼ ଏବଂ କଡ଼ା ପଦକ୍ଷେପ ଗ୍ରହଣ କରାଯାଇଛି। ଓଡ଼ିଶା ମେଡିକାଲ ସର୍ଭିସେସ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri