ଚଢ଼ାଉ କରିବାକୁ ଯାଇଥିଲେ ତହସିଲଦାର, ଗୋଡ଼ାଇ ପିଟିଲେ ଗ୍ରାମବାସୀ

ପାତ୍ରପୁର,୬।୮(ଡି.ଏନ୍‌.ଏ.): ଏକ ଚଢ଼ାଉ ବେଳେ ତହସିଲଦାରଙ୍କ ସମେତ ଅବକାରୀ ବିଭାଗର ୩ ଅଧିକାରୀଙ୍କୁ ଗ୍ରାମବାସୀ ଗୋଡ଼ାଇ ଗୋଡ଼ାଇ ପିଟିଛନ୍ତି। ଏଭଳି ଅଭାବନୀୟ ଘଟଣା ଘଟିଛି ଗଞ୍ଜାମ ଜିଲା ପାତ୍ରପୁର ବ୍ଲକର ବୁଡିଘାଟି ଗାଁରେ। ତହସିଲଦାର ଅମିତ କୁମାର ନାୟକଙ୍କ ସମେତ ଅବକାରୀ ବିଭାଗର ଅଧିକାରୀ ଶନିବାର ବେଆଇନ ମଦ ଚଢ଼ାଉ କରିବାକୁ ଉକ୍ତ ଗାଁକୁ ଯାଇଥିଲେ। ସେଠାରେ ଗ୍ରାମବାସୀ ତାଙ୍କୁ ଗୋଡ଼ାଇ ଗୋଡ଼ାଇ ପିଟିବା ସହିତ ତାଙ୍କ ଗାଡ଼ିକୁ ଅଟକ ରଖିଛନ୍ତି। ଘଟଣାସ୍ଥଳରେ ପୋଲିସ ପହଞ୍ଚି ଆହତ ଅଧିକାରୀଙ୍କୁ ଉଦ୍ଧାର କରି ସୁରଙ୍ଗି ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତିି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜୁଆ ଆଡ୍ଡା ଉପରେ ପୋଲିସର ଚଢ଼ାଉ, ୮ ଗିରଫ

ଛତ୍ରପୁର,୧୧ା୧୦(ଦିଲ୍ଲୀପ ସାମଲ/ଦ୍ଵାରିକା ପଟ୍ଟନାୟକ ) : ପାର୍ବଣ ଋତୁକୁ ଦୃଷ୍ଟିରେ ରଖି ଗଞ୍ଜାମ ପୋଲିସ ପକ୍ଷରୁ ଜୁଆ ଆଡ୍ଡାରେ ଚଢାଉ ଜାରି ରହିଛି । ଶନିବାର ବିଳମ୍ବିତ…

ଘୁମୁସର ସାହିତ୍ୟ ସାଧନା ପୀଠର ଶାରଦୀୟ ସାହିତ୍ୟ ଆସର, ଉନ୍ମୋଚିତ ହେଲା ପୁସ୍ତକ ଓ ପତ୍ରିକା

ଭଞ୍ଜନଗର,୧୧ା୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଲକ୍‌ ଅନ୍ତର୍ଗତ ବଡ଼ଦୋଡ଼ଙ୍ଗାଠାରେ ଘୁମୁସର ସାହିତ୍ୟ ସାଧନା ପୀଠ ପକ୍ଷରୁ ରବିବାର ଶାରଦୀୟ ସାହିତ୍ୟ ଆସର ଅନୁଷ୍ଠିତ ହୋଇଯାଇଛି ।…

ଆରମ୍ଭ ହେଲା ନବରାତ୍ର ପୂଜା, ଉତ୍ସବମୁଖର ଦିଗପହଣ୍ଡି

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ମନ୍ଦିର ମାଳିନୀ ସହର ଭାବେ ପରିଗଣିତ ଦିଗପହଣ୍ଡି ସମେତ ଆଖପାଖ ଗ୍ରାମାଞ୍ଚଳ ଶକ୍ତିପୀଠମାନଙ୍କରେ ରବିବାର ଠାରୁ ନବରାତ୍ରୀ ପୂଜା ଆରମ୍ଭ…

ଅଭିଷେକଙ୍କ ବିସ୍ଫୋରକ ବ୍ୟାଟିଂ, ଓ୍ବେଷ୍ଟଇଣ୍ଡିଜ୍‌ ଆଗରେ ୨୨୪ ରନ୍‌ର ଟାର୍ଗେଟ ରଖିଲା ଭାରତ

ଇନ୍ଦୋର,୧୧ା୧୦: ହୋଲ୍କର ଷ୍ଟାଡିୟମରେ ରବିବାର ଅନୁଷ୍ଠିତ ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ-ଓ୍ବେଷ୍ଟଇଣ୍ଡିଜ୍‌ ପରସ୍ପରକୁ ଭେଟିଛନ୍ତି। ଆମନ୍ତ୍ରଣ ପାଇ ପ୍ରଥମେ ବ୍ୟାଟିଂ କରିଥିବା ଭାରତ ଅଭିଷେକ ଶର୍ମାଙ୍କ ବିସ୍ଫୋରକ…

‘କୃଷି, ଏକତା ଅଘରିଆଙ୍କ ଶକ୍ତି’

ବଲାଙ୍ଗୀର,୧୧।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ୮୪ ଘର ଅଘରିଆ ସମାଜ ପକ୍ଷରୁ ରବିବାର ସ୍ଥାନୀୟ କୋଶଳ କଳା ମଣ୍ଡଳରେ ନୂଆଁଖାଇ ଭେଟ୍‌ଘାଟ୍‌ ଅନୁଷ୍ଠିତ ହୋଇଯାଇଛି। ଅଘରିଆ ସମାଜର…

କୋର୍ଟରେ ଜାମିନ ନାମଞ୍ଜୁର ଜେଲ ଗଲେ ଅଭିଯୁକ୍ତ, ଜାଣନ୍ତୁ କ’ଣ ଥିଲା ମାମଲା…

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ପିଣ୍ଟୁ ସାହୁଙ୍କୁ ରବିବାର ଦିଗପହଣ୍ଡି ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ…

ବଡ଼ ଖୁଲାସା କଲେ ଧର୍ମେନ୍ଦ୍ର; ଭାଜପା ଛାଡ଼ି ଏହି ଦଳରେ ହେବେ ସାମିଲ, ସାମ୍ନାକୁ ଆସିଲା ଫଟୋ

ଲକ୍ଷ୍ନୌ,୧୧।୧୦: ଭାଜପାରୁ ଇସ୍ତଫା ଦେଇଥିବା ଉତ୍ତରପ୍ରଦେଶର ଆଁଓଲା ଲୋକସଭା ଆସନର ପୂର୍ବତନ ଏମପି ଧର୍ମେନ୍ଦ୍ର କଶ୍ୟପ ରବିବାର ଲକ୍ଷ୍ନୌରେ ସମାଜବାଦୀ ପାର୍ଟି (ସପା) ମୁଖ୍ୟ ଅଖିଳେଶ ଯାଦବଙ୍କୁ…

ଶୈଳପୁତ୍ରୀ ବେଶରେ ଦର୍ଶନ ଦେଲେ ମା’ ଉଗ୍ରତାରା, ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼

ନିରାକାରପୁର,୧୧।୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ଟାଙ୍ଗୀବ୍ଲକ ସାନ ରାଉତପଡା ପଞ୍ଚାୟତ ମୁଳିଝରଗଡ଼ ହାତୀଆ ଶୁଣି ପାହାଡ଼ ପାଦଦେଶରେ ଅବସ୍ଥିତ ମା’ଉଗ୍ରତାରାଙ୍କ ପୀଠରେ ବାସନ୍ତୀକ ଆଶ୍ୱିନ ନବରାତ୍ରର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?