ଛୋଟ ଭାଇକୁ ଦେଖିବା ପାଇଁ ହସ୍ପିଟାଲରେ ପହଞ୍ଚିଲେ ତୈମୁର

ମୁମ୍ବାଇ: ଅଭିନେତ୍ରୀ କରୀନା କପୁର ଦ୍ୱିତୀୟ ସନ୍ତାନକୁ ରବିବାର ଜନ୍ମ ଦେଇଛନ୍ତି। ଏହି ଖବର ଜାଣିବା ପରେ ପ୍ରଶଂସକଙ୍କ ମହଲରେ ଆନନ୍ଦର ଲହରୀ ଖେଳିଯାଇଛି। ସୋସିଆଲ ମିଡିଆରେ ଚାରିଆଡୁ ତାଙ୍କୁ ଶୁଭେଚ୍ଛା ଏବଂ ଶୁଭକାମନାର ସୁଅ ଛୁଟୁଛି। ଏହି ସମୟରେ ସୈଫ ଏବଂ କରୀନାଙ୍କ ବଡ଼ ପୁଅ ତୈମୁର ଛୋଟ ଭାଇକୁ ଦେଖିବା ପାଇଁ କ୍ୟାଣ୍ଡି ହସ୍ପିଟାଲ ଯାଇଥିବା ବି ଦେଖିବାକୁ ମିଳିଛି। ପିତା ସୈଫଙ୍କ ସହ ତାଙ୍କୁ ହସ୍ପିଟାଲ ବାହାରେ ସ୍ପଟ୍‌ କରାଯାଇଛି। ଏଥିସହିତ କରୀନାଙ୍କ ଭଉଣୀ କରିସ୍ମା କପୁର, ପିତା ରଣଧୀର କପୁର ମଧ୍ୟ ହସ୍ପିଟାଲରେ ପହଞ୍ଚିଛନ୍ତି। ସେମାନେ ସମସ୍ତେ ଖୁସି ଥିବା ଜଣାପଡୁଛନ୍ତି। ତୈମୁରଙ୍କ ଜନ୍ମ ସମୟରେ ପ୍ରଶଂସକମାନେ ମଧ୍ୟ ବହୁତ ଖୁସି ଥିଲେ। ୨୦୧୬ ଡିସେମ୍ବର ୨୦ରେ ଜନ୍ମ ହୋଇଥିଲେ। ୪ ବର୍ଷ ପରେ ପୁଣି ସୈଫ୍‌-କରୀନାଙ୍କ ଘରକୁ ଆଉ ଏକ ଖୁସି ଖବର ଆସିଛି। ଏହି ଖୁସିରେ କାହା ଗୋଡ଼ ଆଉ ତଳେ ଲାଗୁନି।


Enter your email to get our daily news in your inbox.

All Right Reserved By Dharitri.Com

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

ହର୍ମୁଜରୁ ଭାରତୀୟ ଜାହାଜ ପାର୍‌ କଲେ ଇରାନ ମାଗିବ କେତେଟଙ୍କା? ଦିନକ ଭିତରେ କମାଇବ…

ନୂଆଦିଲ୍ଲୀ,୧୦।୪: ମଧ୍ୟପ୍ରାଚ୍ୟରେ ଶତ୍ରୁତା ବନ୍ଦ ହେବା ପରେ ମଧ୍ୟ, ହର୍ମୁଜ ପ୍ରଣାଳୀ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ସ୍ୱାଭାବିକତାକୁ ଫେରିନାହିଁ। ଏହା ତୈଳ ପାଇଁ ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ପଥ…

ସାଧାରଣ ଲୋକଙ୍କ ପାଇଁ ଜରୁରୀ ଖବର, ୧୦ହଜାରରୁ ଅଧିକ ପେମେଣ୍ଟ କଲେ ହୋଇଯିବ ହୋଲ୍ଡ…

ନୂଆଦିଲ୍ଲୀ,୧୦।୪: ଡିଜିଟାଲ୍ ଯୁଗରେ ପେମେଣ୍ଟ ସହଜ ହୋଇଥିବା ହେତୁ, ଅନଲାଇନ୍ ଠକେଇ ମାମଲା ମଧ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଇଛି। ଠକମାନଙ୍କଠାରୁ ଆପଣଙ୍କ କଠିନ ଅର୍ଜିତ ଟଙ୍କାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri