ତାଇୱାନରେ ଚାଇନାର ୫୧ ଯୁଦ୍ଧ ବିମାନ

ତାଇପେ,୨୦ ।୮: ଚାଇନା ସେନା ପୂର୍ବ ଥିଏଟର କମାନରେ ଯୁଦ୍ଧାଭ୍ୟାସ ନାମରେ ତାଇୱାନକୁ ଚାରିପଟୁ ଘେରି ଗଲାଣି । ଲଗାତାର ଆକ୍ରମଣ କରିବା ଭଳି କାରଣରୁ ତାଇୱାନ ଉପକୂଳରେ ଉତ୍ତେଜନା ପରିସ୍ଥିତି ଲାଗି ରହିଛି । ତାଇୱାନ କହିଛି ୬ ଚାଇନା ନୌସେନା ଜାହାଜ ଓ ୫୧ ଯୁଦ୍ଧ ବିମାନ ତା’ର ସୀମା ଉଲ୍ଲଂଘନ କରିଛନ୍ତି ।
ସୂଚନାଯୋଗ୍ୟ, ଏହା ପୂର୍ବରୁ ୭ ଅଗଷ୍ଟରେ ତାଇୱାନ ସୀମାରେ ୧୪ ଯୁଦ୍ଧ ଜାହାଜ ଓ ୬୬ ବିମାନ ପ୍ରବେଶ କରିବାରୁ ପରିସ୍ଥିତି ଅତ୍ୟନ୍ତ ଚିନ୍ତାଜନକ ହୋଇଥିଲା । ଚାଇନାର ଏଭଳି ଆକ୍ରମଣ ମନୋବୃତ୍ତିକୁ ଦେଖି ତାଇୱାନ ବି ନିଜର ରକ୍ଷା ପାଇଁ ଯୁଦ୍ଧାଭ୍ୟାସ ଆରମ୍ଭ କରି ଦେଇଛି । ଏହା ବ୍ୟତୀତ ନିଜର ସମୁଦ୍ର ଓ ଆକାଶ ମାର୍ଗର ପ୍ରତିରକ୍ଷା ପ୍ରଣାଳୀକୁ ସକ୍ରିୟ କରି ଦେଇଛି । ଚାଇନାର ୧୨ ଏସୟୁ-୩, ୬ ଜେ-୧୬, ୪ ଜେ-୧୦, ୨ ଏଚ-୬ ଓ ୧ ୱାଇ-୮ ବିମାନ ଏୟାର ଡିଫେନ୍ସ ଆଇଡେଣ୍ଟିଫକେଶନ ଜୋନରେ ଦେଖାଯାଇଥିଲା । ଏହାର ଜବାବରେ ତାଇୱାନର ଯୁଦ୍ଧ ବିମାନ ତୁରନ୍ତ ଉଡାଣ ଆରମ୍ଭ କରିଦେଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ପରମ୍ପରା ଛାଡ଼ି ଆଧୁନିକ ଆଡ଼କୁ ସିମନବାଡ଼ି ରଥଯାତ୍ରା: ଜନଅସନ୍ତୋଷ ବୃଦ୍ଧି

ଦାରିଙ୍ଗବାଡ଼ି,୨୪ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ଶୁକ୍ରବାର ବାହୁଡ଼ା ଯାତ୍ରା ପାଇଁ ଉତ୍ସବ ମୁଖର ବ୍ଲକ ଅଞ୍ଚଳର ଦୁର୍ଗମ ବ୍ରାହ୍ମଣୀଗାଁ ଥାନା କାଟିଙ୍ଗିଆ, ଗଦାପୁର ଏବଂ…

ଲିଙ୍ଗରାଜଙ୍କୁ ଭାଜପା ଦେଲା ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ, ଜିଲାର ବିଭିନ୍ନ ପଦପଦବୀ…

ଗଞ୍ଜାମ,୨୪ା୭(ବିଦ୍ୟାଧର ସାହୁ): ଭାରତୀୟ ଜନତା ପାର୍ଟି ଯୁବମୋର୍ଚ୍ଚା ରାଜ୍ୟ ସଭାପତି ଏବଂ ଗଞ୍ଜାମ ଜିଲା ସଭାପତି ସରୋଜ ସାବତଙ୍କ ଅନୁମୋଦନ କ୍ରମେ ଗଞ୍ଜାମ ଜିଲା ଯୁବମୋର୍ଚ୍ଚା ସଭାପତି…

ଫୁଲବାଣୀରୁ ବିହାର ହେଉଥିଲା ଗଞ୍ଜେଇ ଚାଲାଣ, ମାଡ଼ିବସିଲା ବଲାଙ୍ଗୀର ଅବକାରୀ ଟିମ୍

ବଲାଙ୍ଗୀର,୨୪ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ସିନଖମନ ଜଙ୍ଗଲ ନିକଟରୁ ଜବତ ହେଲା ଗଞ୍ଜେଇ ବୋଝେଇ ଟ୍ରକ ।ଫୁଲବାଣୀରୁ ବିହାର ଚାଲାଣ ହେଉଥିବା ଏକ…

ଅନଶନରେ ଯୋଗଦେବା ପାଇଁ ଅଭିନେତାମାନଙ୍କୁ ଟଙ୍କା ଦିଆଯାଉଛି? ହଇଚଇ ସୃଷ୍ଟି କରିଛି ଅଭିନେତ୍ରୀ ଆକାଂକ୍ଷା ପୁରୀଙ୍କ ବୟାନ

ନୂଆଦିଲ୍ଲୀ,୨୪।୭: ଛାତ୍ର ଆନ୍ଦୋଳନ ମଧ୍ୟରେ ‘ବିଗ ବସ ଓଟିଟି’ ଫେମ ଆକାଂକ୍ଷା ପୁରୀ ଏକ ଆଶ୍ଚର୍ଯ୍ୟଜନକ ଖୁଲାସା କରିଛନ୍ତି। ‘ବିଘ୍ନହର୍ତା ଗଣେଶ’ରେ ଦେବୀ ପାର୍ବତୀ ଭୂମିକାରେ ଅଭିନୟ…

CJP ସହ ବୈଠକ ପରେ ନଡ୍ଡାଙ୍କ ବଡ଼ ବୟାନ! ‘୩ ଦାବି, ୫ ପ୍ରସ୍ତାବ ମିଳିଛି’, କାଲି ହେବ…

ନୂଆଦିଲ୍ଲୀ,୨୪ା୭: NEET ପରୀକ୍ଷାରେ ଅନିୟମିତତା ଅଭିଯୋଗରୁ ସୃଷ୍ଟି ହୋଇଥିବା ପ୍ରତିବାଦ ଏବେ ଧୀରେ ଧୀରେ ସାରା ଦେଶରେ ବ୍ୟାପିବାରେ ଲାଗିଛି । ଏହାରି ଭିତରେ କେନ୍ଦ୍ର ସ୍ୱାସ୍ଥ୍ୟ…

ଭାଇରାଲ ସେଲିବ୍ରେଶନକୁ ନେଇ ମୁହଁ ଖୋଲିଲେ ବୈଭବ ସୂର୍ଯ୍ୟବଂଶୀ

ନୂଆଦିଲ୍ଲୀ,୨୪।୭: ଇଂଲଣ୍ଡ ଗସ୍ତର ବିଫଳତାକୁ ପଛରେ ପକାଇ, ବୈଭବ ସୂର୍ଯ୍ୟବଂଶୀ ଗୁରୁବାର ଜିମ୍ବାୱେ ବିପକ୍ଷରେ ପ୍ରଥମ ଟି-୨୦ ମ୍ୟାଚରେ ଏକ ଚମତ୍କାର ଇନିଂସ ଖେଳି ଅର୍ଦ୍ଧଶତକ ହାସଲ…

ଖେଳୁଖେଳୁ ପୋଖରୀରେ ପଡ଼ି ଚାଲିଗଲା ଶିଶୁକନ୍ୟାଙ୍କ ଜୀବନ

ପାଟଣା,୨୪ା୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଚୁଟିଆ ପଶୀ ଗ୍ରାମର ଶୁକ୍ରବାର ଅପରାହ୍ନରେ ଜଣେ ୪ବର୍ଷର ଶିଶୁକନ୍ୟାଙ୍କ ପାଣିରେ ବୁଡ଼ି ମୃତ୍ୟୁ ଘଟିଛି। ଘଟଣା…

Sonam Wangchuk: ସୋନମ ଓ୍ବାଙ୍ଗଚୁକଙ୍କ ଅନଶନ ଭାଙ୍ଗିବା ପଛରେ ଅଛି ସ୍ତ୍ରୀ ଗୀତାଞ୍ଜଳିଙ୍କ ହାତ, ଲଦାଖ ଯିବେ କି ଓ୍ବାଙ୍ଗଚୁକ? ଜାଣନ୍ତୁ

ନୂଆଦିଲ୍ଲୀ,୨୪।୭: ୨୬ ଦିନ ପରେ ଗୁରୁବାର ବିଳମ୍ବିତ ରାତିରେ ସୋନମ ୱାଙ୍ଗଚୁକ ତାଙ୍କର ଅନଶନ ଶେଷ କରିଛନ୍ତି। କେନ୍ଦ୍ର ସରକାରଙ୍କଠାରୁ ଲିଖିତ ପ୍ରତିଶ୍ରୁତି ପାଇବା ପରେ ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri