ଚାଇନାର ଧମକ ମଧ୍ୟରେ ତାଇୱାନକୁ ବଡ ଝଟ୍‌କା, ମିଶାଇଲ ପ୍ରଡକଶନ ଲିଡ କରୁଥିବା ଅଧିକାରୀଙ୍କ ମିଳିଲା ମୃତଦେହ

ତାଇପେଇ ସିଟି,୬ ।୮: ଚାଇନାର ଉସକାଇବା ଭଳି ଯୁଦ୍ଧାଭ୍ୟାସ ସମୟରେ ତାଇୱାନକୁ ବଡ ଝଟ୍‌କା ଲାଗିଛି । ତାଇୱାନର ମିଶାଇଲ ପ୍ରଡକଶନରେ ଲିଡ କରୁଥିବା ଜଣେ ଅଧିକାରୀଙ୍କ ମୃତଦେହ ଏକ ହୋଟେଲରୁ ମିଳିବା ପରେ ତାଇୱାନ ଚିନ୍ତାରେ ପଡିଯାଇଛି । ଉକ୍ତ ଅଧିକାରୀଙ୍କ ମୃତଦେହ ଦକ୍ଷିଣ ତାଇୱାନର ଏକ ହୋଟେଲରୁ ମିଳିଛି । ଏହି ସୂଚନା ତାଇୱାନ ପୋଲିସ ଦେଇଛି । ତେବେ କେଉଁ କାରଣରୁ ଅଧିକାରୀଙ୍କ ମୃତ୍ୟୁ ହୋଇଛି ସେ ସମ୍ପର୍କରେ ପୋଲିସ ଯାଞ୍ଚ ଆରମ୍ଭ କରିଛି ।
ସୂଚନାଯେଗ୍ୟ, ତାଇୱାନ ଏବେ ଚାଇନାର ଧମକ ଓ ତା’ର ଯୁଦ୍ଧାଭ୍ୟାସକୁ ନେଇ ଚିନ୍ତାରେ ରହିଛି । ସେ ତା’ର ସେନା, ମିଶାଇଲ ସିଷ୍ଟମ ଓ ସମୁଦ୍ରରେ ମୁତୟନ ଥିବା ଜାହାଜକୁ ସକ୍ରିୟ କରିଦେଇଛି । ଏହାସହ ବିଶ୍ୱସ୍ତରରେ ଚାଇନାର କାର୍ଯ୍ୟକଳାପକୁ ରୋକିବାକୁ ଆହ୍ୱାନ କରିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ ଉପରେ ମିଥ୍ୟା ଅଭିଯୋଗ ଲଗାଇଲେ ଇମ୍ରାନ୍‌: କରାଚି ଷ୍ଟକ୍‌ ଏକ୍ସଚେଞ୍ଜ ବିସ୍ଫୋରଣ ପାଇଁ କଲେ ଦାୟୀ

ଇସଲାମାବାଦ୍‌, ୧।୭: ଆତଙ୍କବାଦୀଙ୍କୁ ଆଶ୍ରୟ ଦେଇଥିବା ପାକିସ୍ତାନ ଉପରେ ଆକ୍ରମଣ ହେବାପରେ ସରକାରଙ୍କ ବୁଦ୍ଧି ହଜି ଯାଇଛି। ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାଁ ଭାରତ ଉପରେ...

ବସ୍‌କୁ ଅଧ କିଲୋମିଟର ଘୋଷାଡି ନେଲା ଟ୍ରେନ :୧୨ ମୃତ , ୬ ଗୁରୁତର

ଢାକା,୧୯।୧୨-ବାଂଲାଦେଶରେ ଶନିବାର ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ଟ୍ରେନ ଯାତ୍ରୀବାହୀ ବସ୍‌କୁ ଧକ୍କା ଦେବାରୁ ୧୨ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୬ ଜଣ ଗୁରୁତର ହୋଇଛନ୍ତି।...

କୁଳଭୂଷଣଙ୍କ ଉପରେ ଦିଆଯାଇଥିବା ରାୟକୁ ସ୍ବାଗତ କଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ

ଇସଲମାବାଦ, ୧୮।୭: ବହୁପ୍ରତୀକ୍ଷିତ କୁଳଭୂଷଣ ଯାଦବ ମାମଲାରେ ଭାରତର ବିଜୟ ହୋଇଛି। ଇଣ୍ଟରନ୍ୟାସନାଲ କୋର୍ଟ ଅଫ ଜଷ୍ଟିସ (ଆଇସିଜେ) ଭାରତ ସପକ୍ଷରେ ରାୟ ଦେଇଛନ୍ତି। ଅବସରପ୍ରାପ୍ତ...

ପ୍ରସିଦ୍ଧ ଟିଭି ଉପସ୍ଥାପିକା ବାରବରା ଓ୍ବାଲଟରର୍ସଙ୍କ ପରଲୋକ…

ଓ୍ବାଶିଂଟନ,୩୧।୧୨ : ଭେଟେରାନ ଆମେରିକୀୟ ଟେଲିଭିଜନ ଉପସ୍ଥାପିକା ବାରବରା ଓ୍ବାଲଟରର୍ସଙ୍କ ପରଲୋକ ଘଟିଛି। ସେ ୯୩ ବର୍ଷ ବୟସରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ବାରବରା...

ତୁର୍କୀକୁ ସାହାର୍ଯ୍ୟର ହାତ ବଢାଇଲା ତାଇୱାନ, ନିଜ ଦରମା ଟଙ୍କା ଦାନ କରିବେ ରାଷ୍ଟ୍ରପତି-ଉପରାଷ୍ଟ୍ରପତି

ଆଙ୍କାରା,୧୦।୨: ଫେବୃଆରୀ ୬ରେ ତୁର୍କୀ ଏବଂ ସିରିଆରେ ଭୟଙ୍କର ଭୂକମ୍ପ ଯୋଗୁ ୨୧ ହଜାରରୁ ଅଧିକ ଲୋକଙ୍କର ଜୀବନ ଯାଇଛି। ଏଭଳି ବିପର୍ଯ୍ୟୟରେ ତୁର୍କୀକୁ ସାହାଯ୍ୟ...

ହଂକଂରେ ସରକାର ବିରୋଧୀ ବିଶାଳ ରାଲି

ହଂକଂ,୧୯ା୮: ହଂକଂରେ ୧୧ ସପ୍ତାହ ହେଲା ସରକାର ବିରୋଧୀ ଆନ୍ଦୋଳନ ଜାରି ରହିଛି। ରବିବାର ପ୍ରବଳ ବର୍ଷା ସତ୍ତ୍ୱେ ୧୦ ଲକ୍ଷରୁ ଊର୍ଦ୍ଧ୍ୱ ବିକ୍ଷୋଭକାରୀ ଛତାଧରି...

ନେପାଳ, ବାଲାଂଦେଶରେ ବନ୍ୟା: ୬୫ ମୃତ, ଲକ୍ଷାଧିକ ବିସ୍ଥାପିତ

କାଠମାଣ୍ଡୁ/ଢାକା,୧୫।୭: ଭାରତର କିଛି ରାଜ୍ୟରେ ଏବେ ବନ୍ୟା ପରିସ୍ଥିତି ଦେଖାଦେଇଥିବାବେଳେ ପଡୋଶୀ ଦେଶ ନେପାଳ ଏବଂ ବାଲାଂଦେଶରେ ମଧ୍ୟ ଜଳପ୍ରଳୟ ଲାଗିରହିଛି। ବନ୍ୟା ଏବଂ ଭୁସ୍ଖଳନ...

ଖୋଲିଲା ଡିଜ୍‌ନି ଲ୍ୟାଣ୍ଡ

ସାଙ୍ଘାଇ: କରୋନା ଭାଇରସ୍‌ ବିଶ୍ୱବାସୀଙ୍କ ନିଦ ହଜାଇ ଦେଇଥିବା ବେଳେ ଚାଇନାରେ ଏହାର ପ୍ରଭାବ ଏବେ କିଛି କମିଛି। ଲକ୍‌ଡାଉନ୍‌ ଯୋଗୁ ଦୀର୍ଘଦିନ ଧରି ବନ୍ଦ...

Advertisement
Archives

Model This Week