ଚାଇନାକୁ କଡ଼ା ଜବାବ ଦେଲା ତାଇଓ୍ବାନ

ତାଇପେଇ,୧୬ା୧୦: ତାଇଓ୍ବାନ ଚାଇନାର ବିବୃତ୍ତି ଉପରେ କଡ଼ା ଜବାବ ଦେଇଛି। ତାଇଓ୍ବାନ କହିଛି, ଏହାର ସାର୍ବଭୌମତ୍ୱ, ଗଣତନ୍ତ୍ର ଏବଂ ସ୍ବାଧୀନତାର ମୂଲ୍ୟ ଉପରେ କଦାପି ଆପୋଷ ବୁଝାମଣା କରିବ ନାହିଁ। ଏହାପୂର୍ବରୁ ଚାଇନା ରାଷ୍ଟ୍ରପତି ସି ଜିନ୍‌ପିଙ୍ଗ କହିଥିଲେ, ବେଜିଂ ତାଇଓ୍ବାନକୁ ନିଜ ଦେଶରେ ଯୋଡ଼ିବା ପାଇଁ ସାମରିକ ସେନାର ବ୍ୟବହାର କରିବ। ଯେଉଁଥିରେ ପ୍ରତିକ୍ରିୟାଶୀଳ ହୋଇଉଠିଛି ତାଇଓ୍ବାନ।

ତାଇଓ୍ବାନ କହିଛି, ଆମର ଜାତୀୟ ସୁରକ୍ଷା ଦଳ ସମସ୍ତ ପରିସ୍ଥିତି ଉପରେ ତୀକ୍ଷ୍ଣ ନଜର ରଖିଛନ୍ତି ଏବଂ ଭବିଷ୍ୟତରେ ଏହିପରି ସମସ୍ତ ଘଟଣା ଉପରେ ନଜର ରଖିବେ। ତାଇଓ୍ବାନ ରାଷ୍ଟ୍ରପତି କାର୍ଯ୍ୟାଳୟ ପକ୍ଷରୁ କୁହାଯାଇଛି, ତାଇଓ୍ବାନବାସୀଙ୍କ ସାଧାରଣ ସହମତି ହେଉଛି, ଆଞ୍ଚଳିକ ସାର୍ବଭୌମତ୍ୱ, ଗଣତନ୍ତ୍ର ଏବଂ ସ୍ବାଧୀନତାକୁ ସାମ୍ନା କରାଯାଇପାରିବ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଚୁଟ୍‌କିରେ ଉଠାଇପାରିବେ PFରୁ ଟଙ୍କା: UPIରୁ ସିଧା ଆକାଉଣ୍ଟକୁ ଆସିବ, EPFO ଆଣୁଛି…

ନୂଆଦିଲ୍ଲୀ,୯।୨: କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (ଇପିଏଫଓ)ର ପ୍ରାୟ ୮ କୋଟିରୁ ଅଧିକ ସଦସ୍ୟଙ୍କ ପାଇଁ ଏକ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଶ୍ରମ ମନ୍ତ୍ରଣାଳୟ ଏକ…

ଗୁରୁବାର ଭାରତ ବନ୍ଦ ଡାକରା: କ’ଣ ରହିବ ଖୋଲା, କ’ଣ ବନ୍ଦ, ଜାଣନ୍ତୁ…

ନୂଆଦିଲ୍ଲୀ,୯।୨: କେନ୍ଦ୍ରୀୟ ଟ୍ରେଡ ୟୁନିଅନ ଦ୍ୱାରା କୃଷକ ସଂଗଠନଗୁଡ଼ିକର ଦୃଢ଼ ସମର୍ଥନ ସହିତ ଦେଶବ୍ୟାପୀ ଧର୍ମଘଟ ଡାକରା ଦିଆଯାଇଛି। ଫେବୃଆରୀ ୧୨ ତାରିଖ ଅର୍ଥାତ୍‌ ଗୁରୁବାର ଭାରତରେ…

ଚର୍ଚ୍ଚାରେ ପ୍ରଶାସନ, ଡାକ୍ତରଙ୍କୁ ମିଳିଲା ହସ୍ପିଟାଲରୁ କୁକୁର ଘଉଡ଼ାଇବା ପାଇଁ ଦାୟିତ୍ୱ

ଜୟପୁର,୯।୨: ରାଜସ୍ଥାନର ଜୟସଲମେର ଜିଲ୍ଲାର ସବୁଠାରୁ ବଡ଼ ସରକାରୀ ହସ୍ପିଟାଲ ସରକାରୀ ଜବାହାର ହସ୍ପିଟାଲରେ କୁକୁର ହଟାଇବା ଅଭିଯାନ ଚାଲିଛି । ହସ୍ପିଟାଲ ପ୍ରଶାସନ ଦ୍ୱାରା ଜାରି…

୧୦୦ ଟପିବ ପେଟ୍ରୋଲ ଦର? ଟ୍ରମ୍ପଙ୍କ ଯୋଗୁ ଗୋଟିଏ ଝଟକାରେ ହୁ ହୁ ହୋଇ ବଢ଼ିବାକୁ ଯାଉଛି ମୂଲ୍ୟ…!

ନୂଆଦିଲ୍ଲୀ,୯।୨: ଭାରତ ଏବଂ ଆମେରିକା ମଧ୍ୟରେ ନିକଟରେ ହୋଇଥିବା ଟ୍ରେଡ୍‌ ଡିଲ(ବାଣିଜ୍ୟ ଚୁକ୍ତି) ନେଇ ଜୋରଦାର ଚର୍ଚ୍ଚା ହେଉଛି। କାରଣ ଏହା ଭାରତର ସାଧାରଣ ନାଗରିକଙ୍କୁ ମହଙ୍ଗା…

ଧରିତ୍ରୀ ପ୍ରଭାବ: ତତ୍ପରତା ଦେଖାଇଲା ବିଦ୍ୟୁତ ବିଭାଗ

ଦାରିଙ୍ଗବାଡି, ୯।୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଶ୍ରାନିକେତା ପଞ୍ଚାୟତ ଡାବୁଲୁମାହାଠାରୁ ତେରବାଡିକୁ ସଂଯୋଗ କରୁଥିବା ଗ୍ରାମ୍ୟ ଉନ୍ନୟନ ବିଭାଗର ରାସ୍ତା ଉପରେ ବିଦ୍ୟୁତ ତାର…

ଅସମ୍ମାନ ! ଡାଇନିଂ ଟେବୁଲରେ ବସିଲେ, ଚପଲ ପିନ୍ଧି ମହାପ୍ରସାଦ ଖାଇଲେ

ପୁରୀ୯।୨( ଅଜିତ୍ କୁମାର ମହାନ୍ତି ): ପୁଣି ମହାପ୍ରସାଦକୁ ଅପମାନ । ଡାଇନିଂ ଟେବୁଲରେ ଚପଲ ପିନ୍ଧି ବସି ଖାଉଥିବାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ…

ଏବେଠୁ ଘାରିଲାଣି ଜଙ୍ଗଲ ନିଆଁ ନିୟନ୍ତ୍ରଣ ଚିନ୍ତା: ଘୁମୁସର ଉତ୍ତର ବନଖଣ୍ଡରେ…

ଭଞ୍ଜନଗର,୯।୨(ବାବୁଲା ପ୍ରଧାନ )-ରାଜ୍ୟର କେତେକ ବନଖଣ୍ଡରେ ବର୍ତ୍ତମାନ ଜଙ୍ଗଲ ନିଆଁ ଲାଗିଲାଣି। ଆଗକୁ ଅନ୍ୟ ବନଖଣ୍ଡ ଗୁଡ଼ିକରେ ମଧ୍ୟ ନିଆଁ ଲାଗିବା ସମ୍ଭାବନା ରହିଛି। ଏହାପୂର୍ବରୁ ରାଜ୍ୟ…

ଟି-୨୦ ବିଶ୍ୱକପ୍: ବଡ଼ ଦଳଙ୍କୁ ନାକେଦମ୍ କଲେଣି ‘ଅଣ୍ଡରଡଗ୍ସ’, ଚର୍ଚ୍ଚାରେ ଏସବୁ ମ୍ୟାଚ୍

ନୂଆଦିଲ୍ଲୀ,୯।୨: ଚଳିତ ଟି-୨୦ ବିଶ୍ୱକପ୍‌ର ପ୍ରଥମ ସପ୍ତାହ କ୍ରିକେଟ ଜଗତର ସମସ୍ତ ପୁରୁଣା ସମୀକରଣକୁ ବଦଳାଇ ଦେଇଛି। ଯେଉଁ ଛୋଟ ଦଳମାନଙ୍କୁ ଦିନେ ‘ଦୁର୍ବଳ’ ବୋଲି କୁହାଯାଉଥିଲା,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri