ତାଇଓ୍ବାନ ସୀମାରେ ଘୂରି ବୁଲୁଛି ଚାଇନାର ୩୦ଟି ସେନା ବିମାନ

ତାଇପେଇ,୧୨।୭: ତାଇଓ୍ବାନର ପ୍ରତିରକ୍ଷା ମନ୍ତ୍ରଣାଳୟ ଚାଇନାକୁ ନେଇ ଏକ ବଡ ଖୁଲାସା କରିଛି। ମନ୍ତ୍ରଣାଳୟ ସୂଚନାନୁସାରେ ଦେଶ ସୀମାରେ ୩୦ସେନା ବିମାନ ଚିହ୍ନଟ କରାଯାଇଛି।

ସୂଚନାଯୋଗ୍ୟ, ଚାଇନା ତା’ର ପ୍ରତିରକ୍ଷା ବିଭାଗର ସାମରିକ ମକ୍‌ଡ୍ରିଲ ପାଇଁ ଦୁଇ ଦିନ ପୂର୍ବରୁ ତା’ର ନୌ ସେନାଜାହାଜ, ଯୁଦ୍ଧ ଜେଟ୍‌ ଏବଂ ବିସ୍ଫୋରଣକାରୀ ସମେତ ବୃହତ ଯୁଦ୍ଧ ବିମାନ ସମୂହକୁ ତାଇୱାନକୁ ପଠାଇବାକୁ ଯାଉଛି। ତାଇୱାନର ପ୍ରତିରକ୍ଷା ମନ୍ତ୍ରଣାଳୟ ବୁଧବାର ଏହି ସୂଚନା ଦେଇଛନ୍ତି।

ଚାଇନାର ପିପୁଲ୍ସ ଲିବରେସନ ଆର୍ମି ମଙ୍ଗଳବାର ଦିନ ୬ଟାରୁ ବୁଧବାର ସକାଳ ୬ଟା ମଧ୍ୟରେ ତାଇୱାନକୁ ୩୮ଟି ଯୁଦ୍ଧ ବିମାନ ଏବଂ ୯ଟି ନୌସେନା ଜାହାଜ ପଠାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପଙ୍କୁ ଭେଟି ବଡ଼ ଘୋଷଣା କଲେ ଚାଇନା ରାଷ୍ଟ୍ରପତି: ଚାହିଁ ରହିଗଲା ସାରା ବିଶ୍ୱ

ବେଜିଂ,୧୪।୫: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସେମାନଙ୍କର ଐତିହାସିକ ଶିଖର ସମ୍ମିଳନୀ ପାଇଁ ବେଜିଂରେ ପହଞ୍ଚିଛନ୍ତି। ଗୁରୁବାର ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ବେଜିଂରେ ଟ୍ରମ୍ପଙ୍କୁ ସ୍ବାଗତ…

ସିବିଏସଇ ଦାଦଶ ପରୀକ୍ଷା ଫଳ: ନିଲମ କଲେଜ ଟପ୍ପର

ଲୋଇସିଂହା,୧୪।୫(ସୁଶାନ୍ତ ବାରୁକ): ସିବିଏସଇ ଦାଦଶ ପରୀକ୍ଷା ଫଳ ବୁଧବାର ପ୍ରକାଶ ପାଇଛି। ବଲାଙ୍ଗୀର ଲୋଇସିଂହା ବ୍ଲକ ଯୋଗୀସର୍ଡା ଗ୍ରାମ ତଥା ବଲାଙ୍ଗୀର ଜେଆଇଟିମ କଲେଜ କଳା ବିଭାଗ…

୨୦ରେ ରାଜ୍ୟ କ୍ୟାବିନେଟ୍‌: ୯ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ବାଜିପାରେ ମୋହର

ଭୁବନେଶ୍ୱର,୧୪ା୫(ରବିନାରାୟଣ ଜେନା):ଓଡ଼ିଶାର ବିକାଶକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ମେ’ ୨୦ରେ ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବ। ଲୋକସେବା ଭବନର ତୃତୀୟ ମହଲାରେ ଅପରାହ୍ନ…

କେନ୍ଦୁପତ୍ର ବୋଝେଇ ପିକଅପ୍‌ ଜବତ, ୨ ଜଣଙ୍କୁ ବାନ୍ଧିଲା ପୋଲିସ

ରିଆମାଳ, ୧୪୫(ବଦ୍ରିନାରାୟଣ ଅଗ୍ରୱାଲା):ଦେବଗଡ଼ ଜିଲା ରିଆମାଳ ବ୍ଲକ କୁଣ୍ଢେଇଗୋଳା ଥାନା କରଲଗା ଜିରୋ ପଏଣ୍ଟଠାରେ ଏକ କେନ୍ଦୁପତ୍ର ବୋଝେଇ ପିକଅପ ଜବତ ହେବା ସହ ଦୁଇ ଜଣକୁ…

ମାସେ ହେଲା ଅଚଳ ଜଳ ଯୋଗାଣ ପ୍ରକଳ୍ପ: ଚୁବୁକାଦାଦର ଗାଁରେ ପାନୀୟ ଜଳ ସମସ୍ୟା

ଅମରପାଲି,୧୪ା୫(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଖଣ୍ଡହତା ପଞ୍ଚାୟତର ଚୁବୁକାଦାଦର ଗଁାରେ ପାନୀୟ ଜଳ ସମସ୍ୟା ଦେଖାଦେଇଛି। ଗ୍ରାମରେ ଥିବା ପାନୀୟ ଜଳ ଯୋଗାଣ ପ୍ରକଳ୍ପ…

ପଶ୍ଚିମ ଓଡିଶା ପାଇଁ ଆଉ ଏକ ନୂଆ ଟ୍ରେନ: ସ୍ବପ୍ନ ପୂରଣ କଲେ ଅଶ୍ୱିନୀ ବୈଷ୍ଣବ

କେସିଙ୍ଗା,୧୪।୫(ତୁମେଶ୍ୱର ସାହୁ): କେସିଙ୍ଗାରୁ ଭୁବନେଶ୍ୱରକୁ ନୂତନ ଟ୍ରେନ ପାଇଁ ଦାବି ଜୋର ଧରିଥିଲା। ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ପୁରୀରୁ କୋରାପୁଟ ସିଧା ପଶ୍ଚିମ ଓଡ଼ିଶାରକୁ ସଂଯୋଗ…

ସଙ୍କଟ ମଧ୍ୟରେ ଭାରତ ପାଇଁ ଆସିଲା ଖୁସି ଖବର: ହର୍ମୁଜରେ…

ନୂଆଦିଲ୍ଲୀ,୧୪।୫: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଭାରତ ପାଇଁ ଆଉ ଏକ ଖୁସି ଖବର ଆସିଛି। LPG ଟ୍ୟାଙ୍କର୍‌ MV ସନ୍‌ସାଇନ ହର୍ମୁଜ ପ୍ରଣାଳୀ ପାର କରି…

ଇତିହାସ ରଚିଲେ ବିରାଟ କୋହଲି: ପ୍ରଥମ ବ୍ୟାଟ୍ସମ୍ୟାନ୍‌ ଭାବେ ହାସଲ କଲେ ଏମିତି କାରନାମା

ରାୟପୁର,୧୪।୫: ବିରାଟ କୋହଲି ଏକ ଚମତ୍କାର ଶତକ ହାସଲ କରି ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁକୁ ଏକ ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ ବିଜୟୀ କରାଇଥିଲେ। ଏହି ଶତକ ସହିତ କୋହଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri