ନ୍ୟୁୟର୍କ ଗସ୍ତରେ ତାଇଓ୍ବାନ ଉପରାଷ୍ଟ୍ରପତି, ଚାଇନା କହିଲା ସାର୍ବଭୌମତ୍ୱ କଥା…

ନ୍ୟୁୟର୍କ,୧୪।୮ : ଚାଇନା ଏବଂ ତାଇୱାନ ମଧ୍ୟରେ ତିକ୍ତତା ବଢ଼ିବାରେ ଲାଗିଛି। ଭାରତ ଏବଂ ଆମେରିକା ମଧ୍ୟ ତାଇୱାନର ସପକ୍ଷରେ ମତ ରଖିଛନ୍ତି। ଏଥି ସହିତ ତାଇୱାନର ଉପରାଷ୍ଟ୍ରପତି ତଥା ରାଷ୍ଟ୍ରପତି ପ୍ରାର୍ଥୀ ୱିଲିୟମ ଲାଇଙ୍କ ଆମେରିକା ଗସ୍ତକୁ ଚାଇନା ନିନ୍ଦା କରିଛି।
ୱିଲିୟମ ଲାଇଙ୍କ ଆମେରିକା ଗସ୍ତ ନେଇ ଦୃଢ଼ କାର୍ଯ୍ୟାନୁଷ୍ଠାନ ପାଇଁ ଚାଇନା ଆହ୍ବାନ କରିଛି। ଉପରାଷ୍ଟ୍ରପତିଙ୍କ ଗସ୍ତ ଉପରେ ଚାଇନା ନଜର ରଖିଛି ବୋଲି କହିଛି।

ପାରାଗୁଏ ବାଟଦେଇ ଲାଇ ଆମେରିକାରେ ପହଞ୍ଚିଥିଲେ। ଏଠାରେ ସେ ଅଗଷ୍ଟ ୧୫ ରେ ସାଣ୍ଟିଆଗୋ ପେନାଙ୍କ ଉଦଘାଟନୀ ଉତ୍ସବ ଦେଖିବେ। ଲାଇ ଶନିବାର ନ୍ୟୁୟର୍କରେ ପହଞ୍ଚିଥିଲେ। ଦକ୍ଷିଣ ଆମେରିକାରେ ତାଇୱାନର ଏକମାତ୍ର ସହଯୋଗୀ ହେଉଛି ପାରାଗୁଏ ।
ତାଇୱାନର ଉପରାଷ୍ଟ୍ରପତିଙ୍କ ଗସ୍ତରୁ ଉତ୍ପନ୍ନ ପ୍ରତ୍ୟେକ ପରିସ୍ଥିତିର ବିକାଶ ଉପରେ ଚାଇନା ନଜର ରଖିଛି। ଜାତୀୟ ସାର୍ବଭୌମତ୍ୱ ତଥା ଆଞ୍ଚଳିକ ଅଖଣ୍ଡତା ରକ୍ଷା ପାଇଁ ଦୃ ଢ଼ ପଦକ୍ଷେପ ଗ୍ରହଣ କରିବ ବୋଲି ଚେତାବନୀ ଦେଇଛି।
ଲାଇଙ୍କ ଆମେରିକା ଗସ୍ତର କିଛି ସମୟ ପରେ ଚାଇନା ବୈଦେଶିକ ମନ୍ତ୍ରଣାଳୟ କହିଛି ଆମେରିକା ଏବଂ ତାଇୱାନ ମଧ୍ୟରେ ଯେକୌଣସି ସରକାରୀ କଥାବାର୍ତ୍ତାକୁ ଆମେ ବିରୋଧ କରୁଛୁ।


Enter your email to get our daily news in your inbox.

All Right Reserved By Dharitri.Com

ଜମିକୁ ଯାଇଥିଲେ ଅକ୍ରୁର: ଆକ୍ରମଣ କଲା ହାତୀ, ଆଉ ତା’ପରେ…

କେସିଙ୍ଗା,୨୫।୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବନଖଣ୍ଡ ଅଧୀନ ସିରୋଲ ଗ୍ରାମପଞ୍ଚାୟତର ପୋଢ଼ଖମ ଗ୍ରାମରେ ହାତୀ ଆକ୍ରମଣରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଅକ୍ରୁର…

ଘରେ ପଶିଲା ମହାବଳ ବାଘ: ବାହାରୁ ତାଲା ପକାଇଦେଲେ ଗାଁ ଲୋକେ

ବାରିପଦା, ୨୫।୯ (ନୀଳାଦ୍ରି ବିହାରୀ ଦଣ୍ଡପାଟ):ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ରେଞ୍ଜ ଅନ୍ତର୍ଗତ ଖପରାଖାଇ ଗାଁରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଗାଁ ଭିତରକୁ ଏକ ମହାବଳ…

‘ଦୃଶ୍ୟମ ୩’କୁ ନେଇ ବଢୁଛି କ୍ରେଜ୍‌: ଓପନିଂ ଡେ’ରେ ୫୦ କୋଟି ଟାର୍ଗେଟ୍‌

ମୁମ୍ବାଇ: ବଲିଉଡ୍‌ର ଲୋକପ୍ରିୟ ସସ୍ପେନ୍ସ-ଥ୍ରିଲର୍‌ ଫ୍ରାଞ୍ଚାଇଜ ‘ଦୃଶ୍ୟମ’ର ତୃତୀୟ ଭାଗକୁ ନେଇ ଦର୍ଶକଙ୍କ ଉତ୍ସାହ ବଢ଼ିବାରେ ଲାଗିଛି। ଅଜୟ ଦେବଗନଙ୍କ ଅଭିନୀତ ‘ଦୃଶ୍ୟମ ୩’ ୨ ଅକ୍ଟୋବର…

ବାଘୁଆମେଦ ଗ୍ରାମ ଅବସ୍ଥା ଶୋଚନୀୟ: ଘରେ ପଶିଲା ଆଣ୍ଠୁଏ ପାଣି

ମହାକାଳପଡ଼ା,୨୫।୯: ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ଗତ କିଛି ଦିନ ରାଜ୍ୟରେ ତୁହାକୁ ତୁହା ବର୍ଷା ଲାଗିରହିଛି। କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧିନ ବଉଳକଣି ପଞ୍ଚାୟତ…

୧୩୨ କେଭି ଲାଇନ୍‌ରେ ଫଲ୍ଟ: ଅନ୍ଧାରରେ କନ୍ଧମାଳ

ଦାରିଙ୍ଗବାଡ଼ି, ୨୫।୯ (ଅରୁଣ ସାହୁ): ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ଗତ କିଛି ଦିନ ହେଲା କନ୍ଧମାଳ ଜିଲାରେ ବିଦ୍ୟୁତ ସେବା ବାରମ୍ବାର ବାଧାପ୍ରାପ୍ତ ହେଉଛି। ଗୁରୁବାର…

ଛଡାକିଆରେ ରାସ୍ତା ଉପରେ ବିରାଟ ଗଛ: ଦାରିଙ୍ଗବାଡ଼ି-ମୋହନା ରାସ୍ତା ଠପ୍‌

ଦାରିଙ୍ଗବାଡ଼ି, ୨୫।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଦାସିଙ୍ଗବାଡ଼ି ପଞ୍ଚାୟତ ଅନ୍ତର୍ଗତ ଛଡାକିଆ ନିକଟରେ ରାସ୍ତା ଉପରେ ଏକ ବିରାଟକାୟ ଗଛ ଉପୁଡ଼ି ପଡ଼ିବାରୁ…

କୋମଲ ରାଣୀଙ୍କ ସହ ଲାଲବାଗଚା ଦର୍ଶନ: ମୁହଁ ଖୋଲିଲେ ଗୋବିନ୍ଦା, ମୋ ଛବି ଖରାପ…

ମୁମ୍ବାଇ,୨୫।୯: ୯୦ ଦଶକର ଲୋକପ୍ରିୟ ଅଭିନେତା ଗୋବିନ୍ଦା ପୁଣିଥରେ ବଲିଉଡ୍‌ରେ କମବ୍ୟାକ୍‌ କରିବାକୁ ପ୍ରସ୍ତୁତ ହେଉଛନ୍ତି । ଏହାରି ଭିତରେ ତାଙ୍କ ଆଗାମୀ ଫିଲ୍ମ ‘ରୂପା’ର କୋ-ଷ୍ଟାର…

କମଲଜିତ-ସୁରୁଚିଙ୍କ କମାଲ: ଭାରତକୁ ଭେଟିଦେଲେ ପୁଣି ସ୍ବର୍ଣ୍ଣ

ନାଗୋୟା,୨୫।୯:ଏସିଆନ ଗେମ୍ସ ୨୦୨୬ରେ ସେପ୍ଟେମ୍ବର ୨୫ ଭାରତ ପାଇଁ ଆରମ୍ଭରୁ ହିଁ ଚମତ୍କାର ରହିଛି। ଶୁଟିଂରେ କମଲଜିତ ଓ ସୁରୁଚି ଭାରତକୁ ଆଉ ଏକ ସ୍ବର୍ଣ୍ଣ ପଦକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?