Posted inଜାତୀୟ

ଜନସ୍ବାର୍ଥ ନୁହେଁ, ପ୍ରଚାର ସ୍ବାର୍ଥ ମାମଲା: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୨।୧୦: ତାଜମହଲ ଇତିହାସର ତଥ୍ୟାନ୍ବେଷୀ ଅନୁଧ୍ୟାନ ସହ ଏହା ପରିସରରେ ଥିବା ୨୨ଟି ପ୍ରକୋଷ୍ଠକୁ ଖୋଲିବା ଲାଗି ଦାଏର ଏକ ଜନସ୍ବାର୍ଥ ମାମଲାକୁ ସୁପ୍ରିମକୋର୍ଟ ଶୁକ୍ରବାର ଖାରଜ କରିଦେଇଛନ୍ତି। ଏହା ଜନସ୍ବାର୍ଥ ମାମଲା ନୁହେଁ ପ୍ରଚାର ସ୍ବାର୍ଥ ମାମଲା ବୋଲି ଜଷ୍ଟିସ୍‌ ଏମ୍‌.ଆର୍‌. ଶାହା ଏବଂ ଏମ୍‌.ଏମ୍‌. ସୁନ୍ଦ୍ରେଶଙ୍କ ଖଣ୍ଡପୀଠ କହିଛନ୍ତି। ଆଲ୍ଲାହାବାଦ ହାଇକୋର୍ଟଙ୍କ ରାୟରେ ହସ୍ତକ୍ଷେପ କରିବାକୁ ଖଣ୍ଡପୀଠ ମନା କରିଦେଇଛନ୍ତି। ସୂଚନାଯୋଗ୍ୟ ଆବେଦନକାରୀ ଭାଜପା ଅଯୋଧ୍ୟା ଶାଖାର ଗଣମାଧ୍ୟମ ପ୍ରଭାରୀ ରଜନୀଶ ସିଂ ତାଙ୍କ ପିଟିଶନ ପଛରେ ରହିଥିବା ନ୍ୟାୟିକ କିମ୍ବା ସାମ୍ବିଧାନିକ ଅଧିକାର ଉପରେ ଯୁକ୍ତି ଦର୍ଶାଇ ନ ପାରିବାରୁ ଗତ ମେ’ ୧୨ରେ ହାଇକୋର୍ଟ ତାଜ୍‌ମହଲ ସମ୍ପର୍କିତ ମାମଲାକୁ ଖାରଜ କରିଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଡରାଇଲାଣି କରୋନା: ଦିନକରେ ୫୬ହଜାରରୁ ଅଧିକ ସଂକ୍ରମିତ,୨୭୧ ମୃତ

ନୂଆଦିଲ୍ଲୀ,୩୦।୩: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ପୁଣି ବୃଦ୍ଧି ପାଇବାରେ ଲାଗିଛି। ଗତ କିଛିଦିନ ହେବ ପ୍ରତିଦିନ ୫୦ ହଜାରରୁ ଅଧିକ ନୂତନ କରୋନା ମାମଲା...

ଚିନ୍ତା ବଢ଼ାଉଛି ମହାରାଷ୍ଟ୍ର: ଗତ ୨୪ଘଣ୍ଟାରେ ୬୩୬୪ କରୋନା ପଜିଟିଭ୍‌ ଚିହ୍ନଟ

ମୁମ୍ବାଇ,୩।୭: ମହାରାଷ୍ଟ୍ରରେ କରୋନା ଭାଇରସ୍‌ ସଂକ୍ରମଣ ଦିନକୁ ଦିନ ଦ୍ରୁତ ଗତିରେ ବ୍ୟାପିବାରେ ଲାଗିଛି। ଗତ ୨୪ଘଣ୍ଟାରେ ରାଜ୍ୟରେ ୬୩୬୪ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବା...

ଭାରତ କଥାକୁ ଏବେ ଗୁରୁତ୍ୱ ଦେଇ ଶୁଣୁଛି ବିଶ୍ୱ: ବୈଦେଶିକ ମନ୍ତ୍ରୀ

ନୂଆଦିଲ୍ଲୀ,୧୭।୯: ବୈଦେଶିକ ମନ୍ତ୍ରୀ ଭାବେ ଏସ୍‌ ଜୟଶଙ୍କର ଶହେ ଦିନ ପୁରଣ କରିଛନ୍ତି। ଏହି ଅବସରରେ ସେ ଖବରଦାତାଙ୍କ ପ୍ରଶ୍ନର ଉତ୍ତରରେ କହିଛନ୍ତି ଏବେ ଭାରତ...

ଅପରାଧୀଙ୍କ ମୃତ୍ୟୁଦଣ୍ଡ କୋହଳ

ନାଗପୁର, ୨୨ା୩: ତାମିଲନାଡୁରେ ଜଣେ ୭ ବର୍ଷର ପିଲାକୁ ଅପହରଣ ପରେ ହତ୍ୟା ମାମଲାରେ ଅପରାଧୀଙ୍କୁ ମିଳିଥିବା ମୃତ୍ୟୁଦଣ୍ଡକୁ ମଙ୍ଗଳବାର ସୁପ୍ରିମକୋର୍ଟ କୋହଳ କରିଛନ୍ତି। ସିଜେଆଇ...

ନିର୍ବାଚନ ଲଢିବେ ନାହିଁ ପୂର୍ବତନ ମୁଖ୍ୟମନ୍ତ୍ରୀ, ଉପମୁଖ୍ୟମନ୍ତ୍ରୀ

ଅହମ୍ମଦାବାଦ୍‌,୯।୧୧: ଗୁଜରାଟର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୟ ରୂପାଣି ଏବଂ ଉପମୁଖ୍ୟମନ୍ତ୍ରୀ ନିତିନ ପଟେଲ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା ନ କରିବାକୁ ଇଚ୍ଛା ପ୍ରକାଶ କରିଛନ୍ତି। ଏ ସମ୍ପର୍କରେ...

ଟ୍ୟାଙ୍କର୍‌ ସଫାବେଳେ ଅଘଟଣ: ଶ୍ୱାସରୁଦ୍ଧ ହୋଇ ଚାଲିଗଲା ୭ କର୍ମଚାରୀଙ୍କ ଜୀବନ

ହାଇଦ୍ରାବାଦ୍‌,୯।୨: ଆନ୍ଧ୍ରପ୍ରଦେଶର ରାଗମ୍ପେଟା ଗ୍ରାମରେ ଏକ ବଡ଼ ଅଘଟଣ ଘଟିଛି। ଏଠାରେ ଏକ ଖାଇବା ତେଲ ଉତ୍ପାଦନକାରୀ କମ୍ପାନୀରେ ଟ୍ୟାଙ୍କର୍‌ ସଫା କରୁଥିବାବେଳେ ୭ ଜଣ...

ହିମାଳୟ ଅଞ୍ଚଳରେ ଯେ କୌଣସି ସମୟରେ ହୋଇପାରେ ବଡ଼ ଭୂକମ୍ପ…

ହାଇଦ୍ରାବାଦ,୨୨।୨ : ନ୍ୟାଶନାଲ ଜିଓଫିଜିକାଲ ରିସର୍ଚ୍ଚ ଇନଷ୍ଟିଚ୍ୟୁଟ (ଏନଜିଆରଆଇ)ର ବୈଜ୍ଞାନିକ ଦାବି କରିଛନ୍ତି ଯେ ଖୁବ ଶୀଘ୍ର ହିମାଳୟ ଅଞ୍ଚଳରେ ଏକ ବଡ଼ ଭୂକମ୍ପ ହୋଇପାରେ।...

ବାରମୁଳାରୁ ୨ ଆତଙ୍କବାଦୀ ଗିରଫ: ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଜବତ

ଶ୍ରୀନଗର,୨୭।୮: ଜମ୍ମୁ-କଶ୍ମୀର ବାରମୁଳାରୁ ୨ ଆତଙ୍କବାଦୀ ଗିରଫ ହୋଇଛନ୍ତି। ଏହା ସହିତ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ମଧ୍ୟ ଜବତ ହୋଇଛି। ଏନେଇ ସିଆର୍‌ପିଏଫ୍‌ ୫୩ ବାଟାଲିୟନ୍‌...

Advertisement
Archives

Model This Week