ଗୋଟିଏ ଘଣ୍ଟାରେ ୨ଥର ଥରିଲା ତାଜିକିସ୍ତାନ, ରିକ୍ଟର ସ୍କେଲ୍‌ରେ ତୀବ୍ରତା ରହିଛି…

ତାଜିକିସ୍ତାନ,୧୩ା୪: ରବିବାର ତାଜିକିସ୍ତାନରେ ଗୋଟିଏ ଘଣ୍ଟା ମଧ୍ୟରେ ୨ଟି ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ଯାହା ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି କରିଛି। ପ୍ରଥମ ଭୂକମ୍ପର ତୀବ୍ରତା ରିକ୍ଟର ସ୍କେଲରେ ୬.୧ ରେକର୍ଡ କରାଯାଇଥିଲା, ଯାହାକୁ ବହୁତ ଶକ୍ତିଶାଳୀ ବୋଲି କୁହାଯାଉଛି। ଭୂକମ୍ପର ଝଟ୍‌କା ଅନୁଭୂତ ହେବା ମାତ୍ରେ ଲୋକମାନେ ଭୟଭୀତ ହୋଇ ଘରୁ ବାହାରକୁ ବାହାରି ଆସିଥିଲେ। ତଥାପି କୌଣସି ବଡ଼ କ୍ଷୟକ୍ଷତି କିମ୍ବା ଜୀବନହାନି ବିଷୟରେ ଏପର୍ଯ୍ୟନ୍ତ କୌଣସି ସୂଚନା ମିଳିନାହିଁ।

ଭୂମ୍ପର କେନ୍ଦ୍ରସ୍ଥଳ ତାଜିକିସ୍ତାନର ପାର୍ବତ୍ୟାଞ୍ଚଳ ବୋଲି କୁହାଯାଉଛି। ବାରମ୍ବାର ଭୂକମ୍ପର ଝଟ୍‌କା ଲୋକଙ୍କୁ ଚିନ୍ତାରେ ପକାଇଛି। ଶନିବାର ୧୨:୩୦ ସମୟରେ ତାଜିକିସ୍ତାନରେ ୪.୨ ତୀବ୍ରତାର ଏକ ଭୂକମ୍ପ ମଧ୍ୟ ଅନୁଭୂତ ହୋଇଥିଲା। ଗତକାଲି ହୋଇଥିବା ଭୂକମ୍ପର କେନ୍ଦ୍ରସ୍ଥଳ ଆଫଗାନିସ୍ତାନ-ତାଜିକିସ୍ତାନ ସୀମାରେ ଥିଲା। ଆଜିର ଭୂକମ୍ପରେ କୌଣସି ଜୀବନ କିମ୍ବା ସମ୍ପତ୍ତି କ୍ଷତିର ଖବର ନାହିଁ। ୨୪ ଘଣ୍ଟା ମଧ୍ୟରେ ଦୁଇଟି ଭୂକମ୍ପ ଯୋଗୁ ଲୋକଙ୍କ ମଧ୍ୟରେ ଆତଙ୍କ ଖେଳିଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହର୍ମୁଜରେ ମହାଯୁଦ୍ଧର କାଉଣ୍ଟଡାଉନ୍‌! ଆମେରିକା ଆରମ୍ଭ କରିବାକୁ ଯାଉଛି ସବୁଠୁ ବଡ଼ ଅପରେଶନ…

ନୂଆଦିଲ୍ଲୀ/ତେହେରାନ,୧।୫: ମଧ୍ୟପ୍ରାଚ୍ୟରେ ଯେକୌଣସି ସମୟରେ ଏକ ବଡ଼ ଧରଣର ବିନାଶ ଦେଖିବାକୁ ମିଳିପାରେ । ଆମେରିକା ଇରାନ ଉପରେ ଏକ ବଡ଼ ଆକ୍ରମଣ ପାଇଁ ପ୍ରସ୍ତୁତ ହେଉଥିବା…

ଶ୍ରମିକ ଦିବସରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ବଢ଼ିଲା…

ଭୁବନେଶ୍ୱର,୧।୫: ଶ୍ରମିକ ଦିବସରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏକ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ ଶ୍ରମିକଙ୍କ ହିତକୁ ଦୃଷ୍ଟିରେ ରଖି ଦୈନିକ ମଜୁରୀ ବୃଦ୍ଧି କରିଛନ୍ତି। ଅଣକୁଶଳୀ…

ପଶ୍ଚିମବଙ୍ଗ ରାଜନୀତିରେ ହଟଚମଟ: ୧୫ ବୁଥ୍‌ରେ ପୁନଃ ମତଦାନ ନିର୍ଦ୍ଦେଶ, ଗଣତି ପୂର୍ବରୁ କୋଲକାତାରେ…

କୋଲକାତା,୧।୫: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନର ଫଳାଫଳ ଆସିବା ପୂର୍ବରୁ ରାଜ୍ୟରେ ଭାଜପା ଏବଂ ଟିଏମ୍‌ସି ମଧ୍ୟରେ ରାଜନୈତିକ ଲଢ଼େଇ ତୀବ୍ର ହେବାରେ ଲାଗିଛି। ମେ ୪ ତାରିଖରେ…

ଆମେରିକା ସହିତ ଉତ୍ତେଜନା ମଧ୍ୟରେ ଇରାନରେ ବଡ଼ ଧରଣର ଫାଟ! ବୈଦେଶିକ ମନ୍ତ୍ରୀ ଆବାସ ଆରାକଚି ହରାଇବେ ପଦ

ତେହରାନ,୧।୫: ଆମେରିକା ସହିତ ଚାଲିଥିବା ଉତ୍ତେଜନା ମଧ୍ୟରେ, ଇରାନ ଭିତରେ ସବୁକିଛି ଠିକ ଠାକ ଚାଲିଛି କି ନାହିଁ? ଏହାକୁ ନେଇ ଏକ ରିପୋର୍ଟ ପ୍ରକାଶ ପାଇଛି,…

କାଳବୈଶାଖୀ ଆଣିଲା ଆଶ୍ୱସ୍ତି: ୪୦ ଡିଗ୍ରୀ ତଳେ ସବୁ ସହର

ଭୁବନେଶ୍ୱର,୧ା୫: ରାଜ୍ୟରେ କାଳବୈଶାଖୀ ପ୍ରଭାବରେ ବର୍ଷା ହୋଇଥିବାରୁ ଲୋକେ ତାତିରୁ ଆଶ୍ୱସ୍ତି ପାଇଛନ୍ତି। ଶୁକ୍ରବାର ମଧ୍ୟାହ୍ନ ୨ଟା ୩୦ ସୁଦ୍ଧା ୪୦ ଡିଗ୍ରୀ ଉପରେ ରାଜ୍ୟର କୌଣସି…

ଶ୍ରମିକ ଦିବସରେ ପୁରୁଣା କଥାକୁ ମନେ ପକାଇଲେ ଶେଖ ହସିନା, କହିଲେ ଆମେ ଦେଢ ଦଶକରେ ଯାହା କରିଥିଲୁ, ୟୁନୁସ ସରକାର…

ଢାକା,୧।୫: ଶୁକ୍ରବାର ଅନ୍ତର୍ଜାତୀୟ ଶ୍ରମିକ ଦିବସ ଅବସରରେ, ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହସିନା ତାଙ୍କ ଦେଶର ବର୍ତ୍ତମାନର ପରିସ୍ଥିତିକୁ ଚିନ୍ତାଜନକ ବୋଲି ବର୍ଣ୍ଣନା କରିଥିଲେ। ହସିନା…

Nobel Peace Prize: ଟ୍ରମ୍ପଙ୍କୁ ମିଳିବ ନୋବେଲ ଶାନ୍ତି ପୁରସ୍କାର? ୨୮୭ ଜଣଙ୍କ ନାମ ସର୍ଟଲିଷ୍ଟ କରୁଛି କମିଟି

ଓସଲୋ,୧।୫: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସମ୍ପର୍କରେ ଏକ ବଡ଼ ଖବର ସାମ୍ନାକୁ ଆସୁଛି। ପ୍ରକୃତରେ, ୨୦୨୬ ନୋବେଲ ଶାନ୍ତି ପୁରସ୍କାର ପାଇଁ ଟ୍ରମ୍ପ ମନୋନୀତ ହୋଇପାରନ୍ତି।…

‘ମୋର ଗୋଟିଏ କଲ୍‌ରେ ୮ ମହିଳାଙ୍କ ମୃତ୍ୟୁଦଣ୍ଡ ବନ୍ଦ ହୋଇଥିଲା’ – ଇରାନକୁ ନେଇ କାହିଁକି ବଡ଼ ବଡ଼ ଦାକି କରୁଛନ୍ତି ଟ୍ରମ୍ପ? ଜାଣନ୍ତୁ…

ତେହରାନ,୧।୫: ଗୁରୁବାର, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ପରିସ୍ଥିତି ସମ୍ପର୍କରେ ଅନେକ ବଡ଼ ଦାବି କରିଥିଲେ। ସେ କହିଥିଲେ ଯେ ଆମେରିକାର ସାମରିକ କାର୍ଯ୍ୟାନୁଷ୍ଠାନ ଇରାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri