Posted inଜାତୀୟ

୨୦୦ରୁ ଅଧିକ ୟୁଟ୍ୟୁବ୍‌ ଚ୍ୟାନେଲ୍‌ ଉପରେ କଡ଼ା ନଜର

ନୂଆଦିଲ୍ଲୀ,୧୬।୨: କେନ୍ଦ୍ର ସରକାରଙ୍କ କୃଷି ଆଇନକୁ ବିରୋଧ କରି ଦେଶରେ ଚାଷୀ ସଂଗଠନଗୁଡ଼ିକ ପକ୍ଷରୁ ଆନ୍ଦୋଳନ ଜାରି ରହିଛି। ଏପରିସ୍ଥଳେ ସୁରକ୍ଷା ଏଜେନ୍ସିର କଡ଼ା ନଜର ଏବେ ୨୦୦ରୁ ଅଧିକ ୟୁଟ୍ୟୁବ୍‌ ଚ୍ୟାନେଲ ଉପରେ ରହିଛି। ଏସବୁ ଚ୍ୟାନେଲରେ ବେଆଇନ ଭାବେ ବିଦେଶୀ ଫଣ୍ଡିଂ ହୋଇଥିବା ସୁରକ୍ଷା ଏଜେନ୍ସି ପକ୍ଷରୁ ଅନୁମାନ କରାଯାଉଛି। ଦେଶର ଆଭ୍ୟନ୍ତରୀଣ ସୁରକ୍ଷାକୁ ହାନି ପହଞ୍ଚାଇବା ଏବଂ ଅଶାନ୍ତି ସୃଷ୍ଟି ଲାଗି ଗତ କିଛି ମାସ ଧରି ଚାଷୀ ଆନ୍ଦୋଳନ ପରେ ପରେ ଏହି ଚ୍ୟାନେଲ ଗୁଡ଼ିକ ତିଆରି କରାଯାଇଥିବା ଆଶଙ୍କା କରାଯାଉଛି। ଆନ୍ଦୋଳନକୁ ସମର୍ଥନ କରି ଏହି ଚ୍ୟାନେଲଗୁଡ଼ିକ କଣ୍ଟେଟ୍‌ ଅପଲୋଡ୍‌ କରୁଥିବା ସୁରକ୍ଷା ଏଜେନ୍ସି ପକ୍ଷରୁ ଅନୁମାନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଦେଶଦ୍ରୋହ ଆଇନ ରଦ୍ଦ ହେଉ-ଶାନ୍ତିରେ ଲୋକେ ନିଶ୍ୱାସ ନିଅନ୍ତୁ,କହିଲେ ପୂର୍ବତନ ବିଚାରପତି…

ନୂଆଦିଲ୍ଲୀ,୧୧।୧୦: ଦେଶରେ ବିଭିନ୍ନ ରାଜନୈତିକ ଦଳର ସରକାର ଆସିବା ଯିବା ଲାଗି ରହିଛି। କିନ୍ତୁ ଦେଶରୁ ଦେଶଦ୍ରୋହ ଆଇନକୁ ରଦ୍ଦ କରାଯାଉ। ଏହାଦ୍ୱାରା ସାଧାରଣ ଲୋକ...

ନାବାଳିକାଙ୍କ ବଳାତ୍କାର ପାଇଁ ବାପାଙ୍କୁ ମୃତ୍ୟୁଦଣ୍ଡ

ବାହରିଚ୍‌, ୨୩।୧୧: ଉତ୍ତରପ୍ରଦେଶର ବାହରିଚ୍‌ ଜିଲାରେ ନାବାଳିକା ଝିଅଙ୍କୁ ବଳାତ୍କାର ଅଭିଯୋଗରେ ଦୋଷୀସାବ୍ୟସ୍ତ ଜଣେ ୪୦ ବର୍ଷୀୟ ବାପାଙ୍କୁ ମଙ୍ଗଳବାର ମୃତ୍ୟୁଦଣ୍ଡାଦେଶ ମିଳିଛି। ଏଥିସହିତ ଅତିରିକ୍ତ...

ପୋଲରୁ ଏସ୍‌ୟୁଭି ଖସି ୭ ମୃତ

ମୁମ୍ବାଇ,୧୭ା୨: ମହାରାଷ୍ଟ୍ରର ୟବତମାଲ ଜିଲାରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟି ୭ ଜୀବନ ଯାଇଛି। ସକାଳେ କଲାମ୍ବ-ଯୋଡ୍‌ମୋହା ରୋଡ୍‌ ନିକଟ ଏକ ପୋଲରୁ ଏସ୍‌ୟୁଭି...

ପୂର୍ବତନ ମୁଖ୍ୟମନ୍ତ୍ରୀ କୈଳାସ ଯୋଶୀଙ୍କ ପରଲୋକ

ଭୋପାଳ,୨୪।୧୧: ଭାରତୀୟ ଜନତା ପାର୍ଟି(ଭାଜପା)ନେତା ତଥା ମଧ୍ୟ ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ କୈଳାସ ଚନ୍ଦ୍ର ଯୋଶୀଙ୍କର ରବିବାର ୯୦ ବର୍ଷ ବୟସରେ ପରଲୋକ ହୋଇଛି। ସେ...

ମନ୍ଦିରର ମାଲିକ କିଏ, ଭଗବାନ ନା ପୁରୋହିତ, ଏସ୍‌ସିଙ୍କ ଫଇସଲା…

ନୂଆଦିଲ୍ଲୀ,୭।୯: ମନ୍ଦିରରେ ପ୍ରତିଷ୍ଠିତ ଦେବତା ହେଉଛନ୍ତି ମନ୍ଦିର ସହିତ ସଂଲଗ୍ନ ହୋଇଥିବା ଜମିର ମାଲିକ। ପୁରୋହିତ କେବଳ ପୂଜା କରିବା ଏବଂ ଦେବତାଙ୍କର ସମ୍ପତ୍ତିର ଜଗାରଖା...

କୃଷକ ନେତା ଗୁରନାମ ସିଂ ଗଢିବେ ନୂଆ ରାଜନୈତିକ ଦଳ

ଚଣ୍ଡିଗଡ଼,୧୮ ।୧୨: କୃଷକ ନେତା ଗୁରନାମ ସିଂ ଚାରୁଣି ଶନିବାର ଚଣ୍ଡିଗଡ଼ଠାରେ ଏକ ନୂଆ ରାଜନୈତିକ ଦଳ ଗଠନ କରିବାକୁ ଯାଉଥିବା ଘୋଷଣା କରିଛନ୍ତି ।...

ପ୍ରେମିକାଙ୍କୁ ଭେଟିବାକୁ ଆସି ଧରାପଡ଼ିଲେ ଯୁବକ, ଭୟରେ ସୀମାରେଖା ଡେଇଁ ପଳାଇଲେ ପାକିସ୍ତାନ; ଏବେ..

ବାର୍‌ମେର,୨୪।୧: କିଛି ଦିନ ଅନ୍ତରରେ ପ୍ରେମିକାଙ୍କୁ ଲୁଚିଛପି ଭେଟୁଥିଲେ ପ୍ରେମିକ। ଦିନେ ତାଙ୍କୁ ଭେଟିବା ପାଇଁ ଘର ପର୍ଯ୍ୟନ୍ତ ମଧ୍ୟ ଚାଲିଗଲେ। ହେଲେ ପ୍ରେମିକାଙ୍କ ଘରଲୋକ...

ମୋଦି ଆସିବା ପରେ ଭଲ ହେଉଛି ବ୍ୟବସାୟ

ନୂଆଦିଲ୍ଲୀ,୨୧।୨: ରାଜଧାନୀ ଦିଲ୍ଲୀରେ ଲାଗିଥିବା ହୁନର ହାଟ ଏବେ ଆସିଛି ଚର୍ଚ୍ଚାକୁ। ବିଶେଷ କରି ଏହି ହୁନର ହାଟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସି ବିହାରର...

Advertisement


Archives

Model This Week