‘ଦେଶ ଗଠନରେ ଅଗ୍ରଣୀ ଭୂମିକା ଗ୍ରହଣ କର’

ଭୁବନେଶ୍ୱର, ୩୧ା୧୨: ଭୁବନେଶ୍ୱର ଗଙ୍ଗପଡ଼ାସ୍ଥିତ ଆଦ୍ୟାନ୍ତ ଆବାସିକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ୧୬ତମ ବାର୍ଷିକ ଉତ୍ସବ ‘ଗ୍ରେସ୍‌-୨୦୨୨’ ଶୁକ୍ରବାର ଶିକ୍ଷାନୁଷ୍ଠାନର ଜି.ପି. ସିଂହ ପ୍ରେକ୍ଷାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ପୋଲିସ କମିଶନର ସୌମେନ୍ଦ୍ର କୁମାର ପ୍ରିୟଦର୍ଶୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉତ୍ତମ ଚରିତ୍ର ଗଠନ, ମୂଲ୍ୟବୋଧଭିତ୍ତିକ ଶିକ୍ଷା ଦ୍ୱାରା ଦେଶ ଗଠନରେ ଅଗ୍ରଣୀ ଭୂମିକା ଗ୍ରହଣ କରିବା ପାଇଁ ସେ ପରାମର୍ଶ ଦେଇଥିଲେ। ଅନ୍ତର୍ଜାତୀୟ ଖ୍ୟାତିସମ୍ପନ୍ନ ଗଣିତଜ୍ଞ ଆନନ୍ଦ କୁମାର ମୁଖ୍ୟବକ୍ତା ଭାବେ ଯୋଗଦେଇ ଅନୁଷ୍ଠାନର ଉଚ୍ଚକୋଟୀର ଶିକ୍ଷା ପ୍ରଣାଳୀକୁ ପ୍ରଶଂସା କରିଥିଲେ। ମେଡିକାଲ ଓ ଇଞ୍ଜିିନିୟରିଂ ପ୍ରବେଶିକା ପରୀକ୍ଷାରେ ଛାତ୍ରୀଛାତ୍ର ବହୁସଂଖ୍ୟାରେ କୃତିତ୍ୱ ଅର୍ଜନ କରି ଆଦ୍ୟାନ୍ତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟକୁ ଜାତୀୟସ୍ତରରେ ଗୌରବାନ୍ବିତ କରିପାରିବେ ବୋଲି ସେ ଆଶା ପ୍ରକଟ କରିଥିଲେ।
ଶିକ୍ଷାନୁଷ୍ଠାନ ଚେୟାରମ୍ୟାନ୍‌ ତଥା ଶିକ୍ଷାବିତ୍‌ ଅଜୟ ବାହାଦୁର ସିଂହ କହିଲେ, ଶୃଙ୍ଖଳା, ସାଧନା ଏବଂ ସଂଘର୍ଷ ମାଧ୍ୟମରେ ଯେକୌଣସି ବ୍ୟକ୍ତି ସଫଳତା ହାସଲ କରିପାରିବେ। ଏହି ଅବସରରେ ରୁଚି ଫୁଡ୍‌ଲାଇନ୍‌ର ପ୍ରତିଷ୍ଠାତା ଡ. ଶରତ କୁମାର ସାହୁଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ପ୍ରିନ୍ସ ଡ୍ୟାନ୍ସଗ୍ରୁପ୍‌ ନିର୍ଦ୍ଦେଶନାରେ ଛାତ୍ରୀଛାତ୍ରମାନେ ନୃତ୍ୟ ପରିବେଷଣ କରିଥିଲେ। ବରିଷ୍ଠ ଅଧିକାରୀ ହେମନ୍ତ କୁମାର, ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟର ଅଧିକାରୀ ଅତୁଲ୍‌ କୁମାର ଉପସ୍ଥିତ ଥିଲେ। ବିଦ୍ୟାଳୟ ଅଧ୍ୟକ୍ଷ ରିଙ୍କୁ ଷଡ଼ଙ୍ଗୀ ସ୍ବାଗତ ଭାଷଣ ଦେଇଥିବାବେଳେ ଉପାଧ୍ୟକ୍ଷ ଅଜୟ କୁମାର ସାହୁ ଧନ୍ୟବାଦ ଅର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅଧାରେ ଅଟକିଲା ଧାନମଣ୍ଡି ନିର୍ମାଣ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ରାଜ୍ୟରେ ଅଧିକ ଧାନ ଉତ୍ପାଦନ ଯୋଗୁ ଜିଲାର ଏଭଳି ପରିଚୟ ରହିଛି। ହେଲେ ଏଠାରେ ଚାଷ, ଚାଷୀଙ୍କ…

ଖରାଦିନେ ଫ୍ରିଜରେ ଜମୁଛି କି ମୋଟା ବରଫ ସ୍ତର? କରନ୍ତୁନି ହେୟଜ୍ଞାନ, ଏହି ୪ ଉପାୟରେ…

ଗ୍ରୀଷ୍ମ ଋତୁରେ ଫ୍ରିଜ ପ୍ରତ୍ୟେକ ଘରର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଆବଶ୍ୟକତା ପାଲଟିଯାଏ। ମାତ୍ର ଅନେକ ସମୟରେ ଲୋକମାନେ ଏକ ବଡ଼ ସମସ୍ୟାର ସମ୍ମୁଖୀନ ହୁଅନ୍ତି। ସେଇଟି ହେଉଛି…

ବରଗଡ଼ ଟାଉନ କେନାଲର ହେବ ସୌନ୍ଦର୍ଯ୍ୟକରଣ, ନିର୍ମାଣ ହେବ ବକ୍ସ କଣ୍ଡୁଇଟ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ କେନାଲର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ ସହିତ କେନାଲ ଉପରେ ବକ୍ସ କଣ୍ଡୁଇଟ ନିର୍ମାଣ ହେବ। ରବିବାର ସନ୍ଧ୍ୟାରେ ଏହାର ଭିତ୍ତିପ୍ରସ୍ତର ସ୍ଥାପନ…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, ଗାଡି ସହ ଡ୍ରାଇଭର ଫେରାର

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ଥାନା ଅଧୀନ ଗୋବିନ୍ଦପୁର ଛକ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ…

ଅଧରାତିରେ ପ୍ରେମିକାଙ୍କୁ ଭେଟିବାକୁ ଲୁଚିଛପି ଯାଇଥିଲେ ପ୍ରେମିକ, ଗାଁ  ଲୋକଙ୍କ ହାବୁଡ଼ରେ ପଡ଼ିବା ପରେ…

ପାଟନା,୧୭।୫: ବିହାରର ମୁଜାଫରପୁର ଜିଲାରୁ ଏକ ଚକିତ କଲା ଭଳି ଖବର ସାମ୍ନାକୁ ଆସିଛି। ରାତିର ଅନ୍ଧାରରେ ପ୍ରେମିକାକୁ ଦେଖା କରିବାକୁ ଆସିଥିବା ଜଣେ ପ୍ରେମିକକୁ ଗ୍ରାମବାସୀ…

ବଜ୍ରପାତରେ ଚାଲିଗଲା ଶ୍ରମିକଙ୍କ ଜୀବନ, ୨ ଆହତ

କୁଆଁରମୁଣ୍ଡା,୧୭ା୫(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ରାଏବୋଗା ଥାନା ଝୁନୁମୁରରେ ରହି ଦିନ ମଜୁରିଆ ଭାବେ କାମ କରୁଥିବା ବୁଧୁଆ ବାଗେ(୩୧)ଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ତାଙ୍କ…

ପରିବାରଲୋକଙ୍କୁ ଅଟକ ରଖି କୋଦାଳରେ ଆକ୍ରମଣ କରିଥିଲେ ଯୁବକ, ବାନ୍ଧିଲା ପୋଲିସ

ଆନନ୍ଦପୁର,୧୭ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ପୌରପାଳିକା ଫକୀରପୁର ଗ୍ରାମର ପ୍ରଶାନ୍ତ କୁମାର ଦାସ ପରିବାର ଲୋକଙ୍କୁ ଆକ୍ରମଣ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି…

‘୩ ପରୀକ୍ଷା, ଜଣେ ମନ୍ତ୍ରୀ…’ଧର୍ମେନ୍ଦ୍ରଙ୍କୁ କାହିଁକି ବରଖାସ୍ତ କରୁନାହାନ୍ତି ମୋଦି; ବର୍ଷିଲେ…

ନୂଆଦିଲ୍ଲୀ,୧୭।୫: ଲୋକ ସଭାର ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ରବିବାର  ପୁଣି ନିଟ୍‌(NEET) ପେପର ଲିକ୍‌ ମାମଲା ଏବଂ ଶିକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri