ଆଚରଣବିଧି ଉଲ୍ଲଂଘନ ହେଲେ କାର୍ଯ୍ୟାନୁଷ୍ଠାନ ନିଅ

ଭଦ୍ରକ ଅଫିସ, ୨୯ା୧୦: ଧାମନଗର ଉପନିର୍ବାଚନ ପାଇଁ ଭୋଟରଙ୍କୁ ଲାଞ୍ଚ ଦେବା, ଧମକ ଦେବା, ଟଙ୍କା ବାଣ୍ଟିବା, ପ୍ରଲୋଭନ ଦେଖାଇବା ଭଳି ଆଦର୍ଶ ଆଚରଣ ବିଧି ଉଲ୍ଲଂଘନଜନିତ ଅପରାଧର ସତ୍ୟତା ଥିଲେ ସେଥିପାଇଁ ଉଦ୍ଦିଷ୍ଟ ବିଭିନ୍ନ ଧାରା ଅନୁଯାୟୀ କଠୋର କାର୍ଯ୍ୟାନୁଷ୍ଠାନ ନିଅ। ଧାମନଗର ଉପନିର୍ବାଚନ କାର୍ଯ୍ୟ ପରିଚାଳନା ନେଇ ଜିଲା ପ୍ରଶାସନର ପ୍ରସ୍ତୁତି ଏବଂ ଆଦର୍ଶ ଆଚରଣବିଧି ଉଲ୍ଲଂଘନ ନେଇ ଆସିଥିବା ଅଭିଯୋଗର ତର୍ଜମା ଓ ସମୀକ୍ଷା ବୈଠକରେ ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶୀଲ କୁମାର ଲୋହାନୀ ଏନେଇ ଜିଲା ନିର୍ବାଚନ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।
ଭଦ୍ରକ ଜିଲାପାଳଙ୍କ କାର୍ଯ୍ୟାଳୟର ସଦ୍‌ଭାବନା ସଭାଗୃହରେ ଶୁକ୍ରବାର ଜିଲାପାଳ ସିଦ୍ଧେଶ୍ୱର ବଳିରାମ ବୋନ୍ଦରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ମୁଖ୍ୟ ନିର୍ବାଚନ ଅଧିକାରୀ ଲୋହାନୀ ନିର୍ବାଚନ ସମ୍ବନ୍ଧୀୟ ସମସ୍ତ କାର୍ଯ୍ୟର ସମୀକ୍ଷା କରିଛନ୍ତି। ଉପନିର୍ବାଚନ କାର୍ଯ୍ୟ ପରିଚାଳନା ପ୍ରସ୍ତୁତି, ଆଇନଶୃଙ୍ଖଳା, ଅଭିଯୋଗ ଭିତ୍ତିରେ କାର୍ଯ୍ୟାନୁଷ୍ଠାନ ଆଦି ବିଷୟରେ ଜିଲାପାଳ ଓ ଏସ୍‌ପିଙ୍କ ଦ୍ୱାରା ଦୃଶ୍ୟ ଶ୍ରାବ୍ୟ ଫଳକ ଜରିଆରେ ଉପସ୍ଥାପନ ଆଧାରରେ ପ୍ରତିଟି ଦିଗରେ ସେ ସମୀକ୍ଷା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri