‘ଅଣ୍ଡା, ଚାଉଳ ଫେରାଇ ନିଅ, ସ୍କୁଲ ଚାଲୁ କର’

ଭୋଗରାଇ, ୯।୧୧(ଡି.ଏନ.ଏ.)-ପ୍ରାଥମିକ ବିଦ୍ୟାଳୟ ଖୋଲିବା ଦାବିରେ ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ସମ୍ମୁଖରେ ସୋମବାର ବାରବାଟିଆ ଆଦିବାସୀ ପ୍ରାଥମିକ ବିଦ୍ୟାଳୟ ଓ ଘଣ୍ଟିଲୋଡ଼ି ପ୍ରାଥମିକ ବିଦ୍ୟାଳୟର ଛାତ୍ରୀଛାତ୍ର ଓ ଅଭିଭାବକମାନେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ବହୁ ଛାତ୍ରୀଛାତ୍ର ଥାନାଛକଠାରୁ ଶୋଭାଯାତ୍ରାରେ ବାହାରି ସରକାର ତୁମେ ଅଣ୍ଡା, ଚାଉଳ ଫେରାଇ ନେଇ ଆମ ସ୍କୁଲ ଚାଲୁ କର ସ୍ଲୋଗାନ ଦେଇ ବ୍ଲକ ସମ୍ମୁଖରେ ପହଞ୍ଚତ୍ଥିଲେ। ଡିଏସ୍‌ଓ ଛାତ୍ରନେତା ହରେକୃଷ୍ଣ ଦାସ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ଶିକ୍ଷାମାରଣ ନୀତିର ତୀବ୍ର ସମାଲୋଚନା କରିଥିଲେ।
ରାଜ୍ୟ ସରକାର ଭୋଗରାଇର ୯ଟି ପ୍ରାଥମିକ ବିଦ୍ୟାଳୟ ବନ୍ଦ କରାଯିବାକୁ ନିର୍ଦ୍ଦେଶ ଦେଇଥିବାରୁ ଭୋଗରାଇରେ ଡିଏସ୍‌ଓ ଛାତ୍ର ସଙ୍ଗଠନ, ଅଭିଭାବକ ଓ ଶିକ୍ଷାପ୍ରେମୀମାନେ ଅବିଳମ୍ବେ ବିଦ୍ୟାଳୟଗୁଡ଼ିକୁ ଚାଲୁ ରଖି ଶିକ୍ଷାଦାନ କରିବାକୁ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଉତ୍ସବମୁଖର ଦାରିଙ୍ଗବାଡି: ଉତ୍ସାହ ସହ ପାଳନହେଲା ଗୁଡ ଫ୍ରାଇଡେ, ଯୀଶୁଖ୍ରୀଷ୍ଟଙ୍କ ଯାତନାର ଦୃଶ୍ୟ…

ଦାରିଙ୍ଗବାଡି,୩।୪ (ଅରୁଣ ସାହୁ): ଗୁଡ୍‌ ଫ୍ରାଇଡେ ପାଇଁ କନ୍ଧମାଳ ଜିଲା  ଉତ୍ସବ ମୁଖର ହୋଇଥିବା ବେଳେ ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ମଧ୍ୟ ଏହି ପର୍ବ ବଡ଼ ଧୁମଧାମରେ…

ମାମୁଁ ଘରକୁ ଆସି ଗତକାଲିଠୁ ଥିଲେ ନିଖୋଜ: ଆଜି କେନାଲରୁ ମିଳିଲା ମୃତଦେହ, ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ପଟ୍ଟାମୁଣ୍ଡାଇ ୩।୪(କଳ୍ପତରୁ ନାୟକ) କେନ୍ଦ୍ରାପଡା ଜିଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗୁରୁବାର ପୂର୍ବାହ୍ନରୁ ନିଖୋଜ ଥିବା ଜଣେ ୭ ବର୍ଷୀୟ ନାବାଳିକା ସ୍କୁଲ…

୮ ତାରିଖ ଯାଏ ଛେଚିବ: ଆସନ୍ତାକାଲି ପାଇଁ ଏହି ୧୨ ଜିଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା! ୱାର୍ନିଂ ଜାରି କଲା…

ଭୁବନେଶ୍ୱର,୩।୪: ରାଜ୍ୟରେ ୮ ତାରିଖ ଯାଏ ବର୍ଷା ନେଇ ପାଣିପାଗ ବିଭାଗ ଚେତାବନୀ ଜାରି କରିଛି। ବିଜୁଳି, ଘଡ଼ଘଡ଼ି ସହ ବର୍ଷା ନେଇ ଆସନ୍ତାକାଲି ପାଇଁ ୧୨…

ଗାଁ ରେ ମା ’ ବୁଢ଼ୀ ଠାକୁରାଣୀ ଯାତ୍ରା: ଏପଟେ ତାଲାଭାଙ୍ଗି ନେଇଗଲେ ସୁନା,ରୁପା ଅଳଙ୍କାର

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଜଗନ୍ନାଥ ମନ୍ଦିର ସାହିରେ ରହୁଥିବା ରାଜମିସ୍ତ୍ରୀ ପିଣ୍ଟୁ ସାହୁଙ୍କ ଘର ତାଲା ଭାଙ୍ଗି ଦୁର୍ବୃତ୍ତମାନେ କଳାକନା…

ବାଣ ତିଆରି ବେଳେ ଭୟଙ୍କର ବିସ୍ଫୋରଣ: ୬ ଗୁରୁତର

ନୟାଗଡ଼/ନୂଆଗାଁ,(ଲୋକନାଥ ମିଶ୍ର/ଧନେଶ୍ୱର ସାହୁ): ନୟାଗଡ଼ ଜିଲା ନୂଆଗାଁ ଥାନା ଅଞ୍ଚଳରେ ବାଣ ତିଆରି କରୁଥିବା ବେଳେ ଶୁକ୍ରବାର ଏକ ଭୟଙ୍କର ବିସ୍ଫୋରଣ ଘଟିଛି। ବିସ୍ଫୋରଣ ଜଣ ୬…

ଦବିଲା ପୋଲ, କାର୍ଯ୍ୟାନୁଷ୍ଠାନ ଦାବି କରି ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ସଭାପତି କହିଲେ…

ମୋରଡ଼ା,୩ା୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚିତ୍ରଡ଼ା-ମୋରଡ଼ା ମୁଖ୍ୟ ରାସ୍ତାର ଶିଳଦା ନିକଟରେ ଥିବା ଜମ୍ଭୀରା ପୋଲ ନିକଟରେ ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ଜିଲା ସଭାପତି…

ଟ୍ରେନ୍‌ ଟ୍ରାକ୍‌ରେ ପଡ଼ିଛି ଯୁବତୀଙ୍କ କ୍ଷତାକ୍ତ ମୃତଦେହ, ହାତରେ ଲେଖା ଅଛି ଏମିତି, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର,୩ା୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଖୁଜେନପାଲି ରେଳ ଫାଟକ ନିକଟରେ ଜଣେ ଯୁବତୀଙ୍କ କ୍ଷତାକ୍ତ ଅବସ୍ଥାରେ ମୃତଦେହ ପଡ଼ିଥିବା ଶୁକ୍ରବାର ଦେଖାଯାଇଛି। ମୃତ ଯୁବତୀଙ୍କ ପରିଚୟ ମିଳିଥିବା ବେଳେ…

ଆମ ବସ୍‌ ଧକ୍କାରେ ଅତିରିକ୍ତ ଡିସିପି ଆହତ

ଭୁବନେଶ୍ୱର,୩ା୪: ରାଜଧାନୀରେ ପୁଣି ଥରେ ଦୁର୍ଘଟଣା ଘଟାଇଛି ଆମ ବସ୍‌। ଏହି ବସ୍‌ ଧକ୍କାରେ ଅତିରିକ୍ତ ଡିସିପି କୃଷ୍ଣଚନ୍ଦ୍ର ସେଠୀ ଆହତ ହୋଇଛନ୍ତି। ସାଇକେଲ୍‌ରେ ଯିବା ସମୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri