ଗହଣା କଳା ପଡ଼ିଯାଉଛି କି ତେବେ ଏଭଳି ନିଅନ୍ତୁ ଯତ୍ନ

ବର୍ତ୍ତମାନ ସମୟରେ ସୁନାରୁପାଠାରୁ ଅଧିକ ପ୍ଲାଟିନମ ଓ ଇମିଟେସନ୍‌ ଗହଣାର ଚାହିଦା ରହିଛି। କମ୍‌ ଖର୍ଚ୍ଚରେ ମିଳୁଥିବା ଏହି ଗହଣାଗୁଡ଼ିକ ପିନ୍ଧିବା ପାଇଁ ମଧ୍ୟ ହାଲୁକା। କିନ୍ତୁ ବର୍ଷାଦିନରେ ଏହାର ଅଧିକ ଯତ୍ନ ନେବା ଦରକାର ନଚେତ୍‌ ଏହା କଳା ପଡ଼ିଯିବ। ଆସନ୍ତୁ, ଜାଣିବା ବର୍ଷା ଦିନରେ ଇମିଟେସନ୍‌ ଗହଣାର କିପରି ଯତ୍ନ ନିଆଯାଏ।
*ଗହଣାକୁ ବାକ୍ସ ଭିତରେ ନ ରଖି ମୋଟା ସୂତା କପଡ଼ାରେ ଗୁଡ଼ାଇ ରଖନ୍ତୁ।
*ଗହଣା ରଖିବା ସ୍ଥାନରେ ସିଲିକା ପ୍ୟାକେଟ ନିଶ୍ଚୟ ରଖନ୍ତୁ। ଏହା ଆର୍ଦ୍ରତାକୁ ଶୋଷି ନେଇଥାଏ ।
* ଏକ ସପ୍ତାହର ବ୍ୟବଧାନରେ ସବୁ ଗହଣାକୁ ବାହାରକରି ଖୋଲା ସ୍ଥାନରେ ରଖିଦିଅନ୍ତୁ ଏବଂ ଏକ କପଡ଼ାରେ ପୋଛି ପୁଣିଥରେ ଆଲମାରୀ ଭିତରେ ରଖନ୍ତୁ।


*ବର୍ଷାଦିନରେ ଯେପରି ଗହଣା ଓଦା ନ ହୁଏ ସେଥିପ୍ରତି ଧ୍ୟାନ ଦିଅନ୍ତୁ। ଯଦି ଏଭଳି ହୁଏ, ତେବେ ଘରକୁ ଆସି ହାଲୁକା ଉଷୁମ ପାଣିରେ ଗହଣାକୁ ୧ରୁ୨ ମିନିଟ ବୁଡାଇ ସଫା କପଡ଼ାରେ ପୋଛି ଦିଅନ୍ତୁ। ଏହାପରେ ଏହାକୁ ଭଲ ଭାବେ ଶୁଖିବାକୁ ଦିଅନ୍ତୁ।
*ବର୍ଷାଦିନରେ ହ୍ବାଇଟ ମେଟାଲ ଗହଣା ପିନ୍ଧନ୍ତୁ ନାହିଁ। କାରଣ ଏହିଦିନେ ଏହା ଶୀଘ୍ର କଳା ପଡ଼ିଯାଏ।
*ଷ୍ଟୋନ ଗହଣାର ବ୍ୟବହାର କରିବା ପରେ ତାକୁ ଭେଲ୍‌ଭେଟ କପଡ଼ା ଥିବା ଜୁଏଲାରି ବାକ୍ସରେ ହିଁ ରଖନ୍ତୁ। ଅନ୍ୟ ଗହଣା ସହିତ ଆଦୌ ରଖନ୍ତୁ ନାହିଁ, ନହେଲେ ଏହାର ଚମକ ଉଡ଼ିଯିବ।


Enter your email to get our daily news in your inbox.

All Right Reserved By Dharitri.Com

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

ଦିଆଯାଉନାହିଁ ରାଶନ, ଭତ୍ତା: ଶତାଧିକ ବ୍ୟକ୍ତିଙ୍କ ଅଭିଯୋଗ ଶୁଣି ବିଡିଓ କହିଲେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି...

ହାତୀ ଆକ୍ରମଣରୁ ଅଳ୍ପକେ ବର୍ତ୍ତିଲେ ବାଇକ୍ ଆରୋହୀ, ଗାଡ଼ିକୁ ଭାଙ୍ଗି ଚୂରମାର କଲା ଦନ୍ତା

ପାରଳାଖେମୁଣ୍ଡି,୮।୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମା ବ୍ଲକ ଅଞ୍ଚଳରେ ଗତ ଚାରି ଦିନ ହେଲା ହାତୀ ଉପଦ୍ରବ ବୃଦ୍ଧି ପାଇଛି। ଏହି ସମୟ ମଧ୍ୟରେ ଧାନ...

୫୦ରୁ ଅଧିକ ଫଳ ଦୋକାନ ଜଳି ପୋଡି ପାଉଁଶ: ପରିଦର୍ଶନରେ ଆସି ପୂର୍ବତନ ମନ୍ତ୍ରୀ ନରସିଂହ ମିଶ୍ର କହିଲେ, ଏଥିପାଇଁ…

ବଲାଙ୍ଗୀର,୮।୧୨( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଯାଇଛି । ଦେଖୁ ଦେଖୁ ହୁ ହୁ ହୋଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri