ଗହଣା କଳା ପଡ଼ିଯାଉଛି କି ତେବେ ଏଭଳି ନିଅନ୍ତୁ ଯତ୍ନ

ବର୍ତ୍ତମାନ ସମୟରେ ସୁନାରୁପାଠାରୁ ଅଧିକ ପ୍ଲାଟିନମ ଓ ଇମିଟେସନ୍‌ ଗହଣାର ଚାହିଦା ରହିଛି। କମ୍‌ ଖର୍ଚ୍ଚରେ ମିଳୁଥିବା ଏହି ଗହଣାଗୁଡ଼ିକ ପିନ୍ଧିବା ପାଇଁ ମଧ୍ୟ ହାଲୁକା। କିନ୍ତୁ ବର୍ଷାଦିନରେ ଏହାର ଅଧିକ ଯତ୍ନ ନେବା ଦରକାର ନଚେତ୍‌ ଏହା କଳା ପଡ଼ିଯିବ। ଆସନ୍ତୁ, ଜାଣିବା ବର୍ଷା ଦିନରେ ଇମିଟେସନ୍‌ ଗହଣାର କିପରି ଯତ୍ନ ନିଆଯାଏ।
*ଗହଣାକୁ ବାକ୍ସ ଭିତରେ ନ ରଖି ମୋଟା ସୂତା କପଡ଼ାରେ ଗୁଡ଼ାଇ ରଖନ୍ତୁ।
*ଗହଣା ରଖିବା ସ୍ଥାନରେ ସିଲିକା ପ୍ୟାକେଟ ନିଶ୍ଚୟ ରଖନ୍ତୁ। ଏହା ଆର୍ଦ୍ରତାକୁ ଶୋଷି ନେଇଥାଏ ।
* ଏକ ସପ୍ତାହର ବ୍ୟବଧାନରେ ସବୁ ଗହଣାକୁ ବାହାରକରି ଖୋଲା ସ୍ଥାନରେ ରଖିଦିଅନ୍ତୁ ଏବଂ ଏକ କପଡ଼ାରେ ପୋଛି ପୁଣିଥରେ ଆଲମାରୀ ଭିତରେ ରଖନ୍ତୁ।


*ବର୍ଷାଦିନରେ ଯେପରି ଗହଣା ଓଦା ନ ହୁଏ ସେଥିପ୍ରତି ଧ୍ୟାନ ଦିଅନ୍ତୁ। ଯଦି ଏଭଳି ହୁଏ, ତେବେ ଘରକୁ ଆସି ହାଲୁକା ଉଷୁମ ପାଣିରେ ଗହଣାକୁ ୧ରୁ୨ ମିନିଟ ବୁଡାଇ ସଫା କପଡ଼ାରେ ପୋଛି ଦିଅନ୍ତୁ। ଏହାପରେ ଏହାକୁ ଭଲ ଭାବେ ଶୁଖିବାକୁ ଦିଅନ୍ତୁ।
*ବର୍ଷାଦିନରେ ହ୍ବାଇଟ ମେଟାଲ ଗହଣା ପିନ୍ଧନ୍ତୁ ନାହିଁ। କାରଣ ଏହିଦିନେ ଏହା ଶୀଘ୍ର କଳା ପଡ଼ିଯାଏ।
*ଷ୍ଟୋନ ଗହଣାର ବ୍ୟବହାର କରିବା ପରେ ତାକୁ ଭେଲ୍‌ଭେଟ କପଡ଼ା ଥିବା ଜୁଏଲାରି ବାକ୍ସରେ ହିଁ ରଖନ୍ତୁ। ଅନ୍ୟ ଗହଣା ସହିତ ଆଦୌ ରଖନ୍ତୁ ନାହିଁ, ନହେଲେ ଏହାର ଚମକ ଉଡ଼ିଯିବ।


Enter your email to get our daily news in your inbox.

All Right Reserved By Dharitri.Com

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

ସ୍ବାୟତ୍ତ ଶାସନ ଦିବସ ପାଳନ ନେଇ ପ୍ରସ୍ତୁତି ଚୂଡ଼ାନ୍ତ

ଦିଗପହଣ୍ଡି,୨୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ପକ୍ଷରୁ ଅଗଷ୍ଟ ୩୧ରେ ପାଳନ ହେବାକୁ ଥିବା ସ୍ବାୟତ୍ତ ଶାସନ ଦିବସ ପାଳନ ଉପଲକ୍ଷେ ଏକ ପ୍ରସ୍ତୁତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri